ଚୌଦ୍ୱାର,୨୮ା୯(ଡି.ଏନ୍.ଏ.): କଟକ ବନଖଣ୍ଡ ଡାଳିଯୋଡ଼ା ରେଞ୍ଜ ଡମଣୀ ଜଙ୍ଗଲରେ ଗୁରୁତର ଅବସ୍ଥାରେ ପଡ଼ିଥିବା ମାଈହାତୀର ସୋମବାର ସକାଳେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ା ସୂଚନା ଅନୁଯାୟୀ, ଶନିବାର…
ଖୋର୍ଦ୍ଧା ଅଫିସ,୨୮ା୯: ଖୋର୍ଦ୍ଧା ଜିଲା ତାପଙ୍ଗର ହାତିଆ ମୁଣ୍ଡିଆକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛି ଜିଲା ପ୍ରଶାସନ। ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପ୍ରତ୍ୟେକ ଦିନ ପର୍ଯ୍ୟଟକଙ୍କ ଗହଳି…
ପୁରୀ ଅଫିସ,୨୮ା୯: ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ପୁରୀରେ ବହୁ ଐତିହ୍ୟ, କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରୁ ଅନେକ ମାଟିରେ ମିଶିଗଲାଣି। ପୁଣି କେତେକ ଐତିହ୍ୟ ରହିଛି ଯାହାର ରକ୍ଷଣାବେକ୍ଷଣ ପ୍ରତି…
ବାସୁଦେବପୁର,୨୮ା୯(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁରର ଇରମ ସ୍ଥିତ ଐତିହାସିକ ମେଳଣ ପଡ଼ିଆରେ ୧୯୪୨ ସେପ୍ଟେମ୍ବର ୨୮ରେ ଲୋମହର୍ଷଣକାରୀ ଗୁଳିକାଣ୍ଡ ଘଟିଥିଲା। ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ସଂଗ୍ରାମୀମାନେ…
ଅନୁଗୋଳ ଅଫିସ, ୨୮।୯: ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ଏବେ ଉପରମୁହଁା ରହିଛି। ବିଶେଷକରି ଅନୁଗୋଳ ସହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ…
ଢେଙ୍କାନାଳ ଅଫିସ, ୨୮।୯: ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟଟନର ଅନନ୍ୟ ସମ୍ଭାବନା। ଅଭୟାରଣ୍ୟ, ଜଳଭଣ୍ଡାର, ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଗ୍ରାମଗୁଡ଼ିକର ବିକାଶ କରାଗଲେ ବିପୁଳ ରାଜସ୍ବ…
ମନମୁଣ୍ଡା,୨୮।୯ (ଡି.ଏନ.ଏ.) ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ…
କେନ୍ଦୁଝର, ୨୮ା୯(ଡି.ଏନ.ଏ.)- କେନ୍ଦୁଝର ପରି ଏକ କୃଷିଭିତ୍ତିକ ଜିଲାରେ ଏବେ ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡିଛି। ଲୋକେ ପରିବା…
ଲଖନପୁର, ୨୭ା୯(ଡି.ଏନ୍.ଏ.)-ବୌଦ୍ଧ ଜିଲାର ଡେପୁଟି କଲେକ୍ଟର ଶରତ କୁମାର ବାଗଙ୍କ ନାମରେ ସ୍ତ୍ରୀ ଡଲିଆ ଦେବନାଥ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଏ ନେଇ ଦେବନାଥ ଝାରସୁଗୁଡା…
ଆର୍.ଉଦୟଗିରି,୨୭ା୯(ଡି.ଏନ୍.ଏ.)-ଆର୍.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ…