ଆମ ଜିଲା ଖବର

କୋରାପୁଟରୁ ଆଜି ଆଉ ୩ ଜୀବନ ନେଲା କରୋନା, ୮୨ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶନିବାର ଆଉ ୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦ରେ ପହଞ୍ଚିଛି। ସେହିପରି ଆଜି ଆଉ…

5 years ago

ଗାଡ଼ି ଧକ୍କାରେ ଚାଲିଗଲା କୃଷ୍ଣସାର ମୃଗର ଜୀବନ

ଦିଗପହଣ୍ଡି,୨୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜ ନିକଟରେ ଶନିବାର ମଧ୍ୟାହ୍ନରେ ଗାଡ଼ି ଧକ୍କାରେ ଏକ କୃଷ୍ଣସାର ମୃଗର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବନବିଭାଗ ରେଞ୍ଜର କାହ୍ନୁଚରଣ ପଟ୍ଟନାୟକ…

5 years ago

ଆମପାଣି ରାଜସ୍ବ ନିରୀକ୍ଷକ ଲାଞ୍ଚ ନେବା ଭିଡିଓ ଭାଇରାଲ୍‌

ଭବାନୀପାଟଣା,୨୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଆମପାଣି ଆର୍‌ଆଇ ଲାଞ୍ଚ ନେଉଥିବା ଦର୍ଶାଇ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଜଣେ ବ୍ୟକ୍ତି ମ୍ୟୁଟେସନ୍‌…

5 years ago

ବରଗଡ଼ରେ ପୁଣି ୧୦୬ ଜଣଙ୍କୁ କରୋନା: ସଂକ୍ରମଣ ଅଣାୟତ୍ତ

ବରଗଡ଼ ଅଫିସ,୨୬।୯: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଗତ କିଛିଦିନ ହେଲା, ପ୍ରତିଦିନ ଶହେରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି…

5 years ago

ନକଲି ସସ୍‌ ଫ୍ୟାକ୍ଟ୍ରିରେ ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ

କଟକ ଅଫିସ,୨୬ା୯: କଟକସ୍ଥିତ ଜଗତପୁର ଆଇବି ରୋଡ୍‌ରେ ଏକ ନକଲି ସସ୍‌ ଫ୍ୟାକ୍ଟ୍ରିରେ ଶନିବାର ପୋଲିସ ଚଢ଼ାଉ କରିଛି। ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ସସ୍‌…

5 years ago

କରୋନା ଟିକା ପ୍ରସ୍ତୁତ କରିଥିବା ଦାବିକଲେ ଯୁବକ: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଖୋଳତାଡ଼ ଆରମ୍ଭ

ବରଗଡ଼ ଅଫିସ,୨୬।୯: ବିଶ୍ୱରେ କରୋନା(କୋଭିଡ-୧୯) ସଂକ୍ରମଣ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ କିମ୍ବା ଭ୍ୟାକସିନ୍‌ ବାହାରି ପାରି ନାହିଁ।…

5 years ago

ମାସକର ଶିଶୁକନ୍ୟାକୁ ଚେଙ୍କ, ଡାକ୍ତରଖାନାରେ ଭର୍ତ୍ତି

ବାରିପଦା ଅଫିସ,୨୬ା୯: ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ଲୋକେ ଆଜି ବି ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି।…

5 years ago

ବର୍ଷାରେ ଭୁଶୁଡ଼ିଲା ଘର: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

କେନ୍ଦୁଝର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେଣ୍ଟଲାପଶି ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଶୁକ୍ରବାର ରାତିରେ ବର୍ଷା ହୋଇ ଏକ ଭୁଶୁଡ଼ି ପଡ଼ିଛିି। ଗ୍ରାମର ହେବାରୁ ବେହେରାଙ୍କ ମାଟି…

5 years ago

ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜିଠୁ ୭ ଦିନ ବନ୍ଦ ରହିବ ରାଇକିଆର ଦୋକାନ ବଜାର

ରାଇକିଆ,୨୬।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବଢୁଛି ପାଜିଟିଭଙ୍କ ସଂଖ୍ୟା। ଗତ ଏକ ମାସ ହେଲା ଦୋକାନ ବଜାର ଖୋଲିଲା ପରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଛି…

5 years ago

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ ହେବାକୁ…

5 years ago