ଆମ ଜିଲା ଖବର

ବିନା ଭକ୍ତରେ ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀ

ବରଗଡ଼ ଅଫିସ,୧୭ା୯: ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଗୁରୁବାର ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। କୋଭିଡ୍‌-୧୯ କଟକଣାକୁ ଦୃଷ୍ଟିରେ ରଖି ଏହି ପୀଠରେ ମହାଳୟା ତିଥି ପାଳନ…

5 years ago

ଠିକାଦାରଙ୍କୁ ଅନୁକମ୍ପା ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୭।୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ଠିକାସଂସ୍ଥାଗୁଡିକୁ ଅନୁକମ୍ପା ଦେଖାଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଠିକାସଂସ୍ଥାଗୁଡିକର ଟେଣ୍ଡର ଡକା ନ ଯାଇ…

5 years ago

୧୨ ଫୁଟର ଅଜଗର ଉଦ୍ଧାର

ଅନୁଗୋଳ ଅଫିସ, ୧୭।୯: ଅନୁଗୋଳ ଜିଲା ବେନ୍ତପୁର ଗ୍ରାମରୁ ବୁଧବାର ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ମହେନ୍ଦ୍ର ଭୋଇଙ୍କ ଘର ପାଖ ଧାନ ବିଲରେ ଅଜଗରକୁ…

5 years ago

ମଧ୍ୟାହ୍ନଭୋଜନ ଚାଉଳ ଆଣିବାକୁ ଯିବା ବେଳେ ଦୁର୍ଘଟଣା: ଅଟୋକୁ ପିଟିଲା ଟ୍ରକ୍ ‌- ୩ ମୃତ,୯ଗୁରୁତର

ବାରିପଦା ଅଫିସ/ବାଙ୍ଗିରିପୋଷି,୧୭ା୯(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ା…

5 years ago

ପାହାଡ଼ିଆ ପନିପରିବା ପାଇ ଗ୍ରାହକ ଖୁସି, ସ୍ବାଭାବିକ ଅବସ୍ଥା ଫେରୁଛି

କେନ୍ଦୁଝର, ୧୭ା୯ (ସ୍ବ.ପ୍ର.)-କରୋନା କଟକଣା କୋହଳ ହେବା ପରେ ଏବଂ ଯାତ୍ରୀବାହୀ ଗାଡି ଚଳାଚଳ କରିବା ଫଳରେ ଜିଲାରେ ସ୍ବାଭାବିକ ଅବସ୍ଥା ଫେରୁଛି। ମଲ, ଦୋକାନବଜାର ଆଦି…

5 years ago

ଟ୍ରଲିରେ ବୁହା ହେଲା ମୃତଦେହ

ବାରିପଦା ଅଫିସ,୧୭ା୯-ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପରିବାର ଲୋକେ ଟ୍ରଲିରେ ମୃତଦେହକୁ ବୋହି ନେଉଥିବା ଏକ ଭିଡିଓ ସୋସିଆଲ…

5 years ago

କେନ୍ଦ୍ରୀୟ ଟିମ୍‌ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଭଦ୍ରକ ଅଫିସ, ୧୭ା୯- ବୁଧବାର କେନ୍ଦ୍ର ସରକାରଙ୍କ ଏକ ଚାରି ଜଣିଆ ଟିମ୍‌ ଭଦ୍ରକ ଜିଲା ଗସ୍ତ କରିଥିଲେ। ଏହି ଟିମ୍‌ ବନ୍ୟା କ୍ଷୟକ୍ଷତିର ଆକଳନ ଓ…

5 years ago

ଅନଲାଇନ୍‌ କ୍ଲାସର ବାସ୍ତବଚିତ୍ର: ପାହାଡ ଉପରେ ଚାଲିଛି ଛାତ୍ରୀଛାତ୍ରଙ୍କ ପାଠପଢା

ହରଭଙ୍ଗା, ୧୬ା୯( ଡି.ଏନ.ଏ.)-ମହାମାରୀ କରୋନା କଟକଣା ପାଇଁ ସ୍କୁଲ କଲେଜ ବନ୍ଦ ରହିଛି। ସରକାର ଅନ୍‌ଲାଇନ୍‌ କ୍ଲାସ ଜରିଆରେ ପିଲାଙ୍କୁ ଶିକ୍ଷାଦାନ କରାଉଛନ୍ତି। ହେଲେ ଅନ୍‌ ଲାଇନ୍‌…

5 years ago

କରୋନାରେ ଚାଲିଗଲା ପୋଲିସ ଇନ୍ସପେକ୍ଟରଙ୍କ ଜୀବନ

ବଲାଙ୍ଗୀର ଅଫିସ୍‌,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍‌ ସେଲ୍‌ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।…

5 years ago

ସ୍କୁଟି-ବାଇକ ମୁହାଁମୁହିଁ ଧକ୍କା: ୨ ମୃତ

ହରଭଙ୍ଗା ,୧୬।୯ ( ଡି .ଏନ. ଏ.)- ବୌଦ୍ଧ ଜିଲା ହରଭଙ୍ଗା ଥାନା ହରଭଙ୍ଗା ଯୁକ୍ତ ଦୁଇ ଜୁନିୟର କଲେଜ ନିକଟରେ ବୁଧୁବାର ଅପରାହ୍ନରେ ଏକ ସ୍କୁଟି…

5 years ago