ଆମ ଜିଲା ଖବର

ସୁଧୁରୁନି ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା

ଯାଜପୁର ଅଫିସ୍‌/ ବରୀ,୧୮ା୯(ଡି.ଏନ୍‌.ଏ.): ଗତ ଅଗଷ୍ଟ ଶେଷ ସପ୍ତାହରେ ହୋଇଥିବା ବନ୍ୟା ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଇତିମଧ୍ୟରେ ୩ ସପ୍ତାହ କାଳ ଅତିକ୍ରାନ୍ତ ହୋଇ…

5 years ago

ବଦଳି ପରେ ବି ଜଗତ୍‌ସିଂହପୁର ଛାଡୁନାହାନ୍ତି ଡିପିସି

ଜଗତ୍‌ସିଂହପୁର ଅଫିସ,୧୮।୯: ସର୍ବଶିକ୍ଷା ଅଭିଯାନ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସପନ ଜେନାଙ୍କ ପଦୋନ୍ନତି ହୋଇଛି। ସେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପଦବୀ ଅଳଙ୍କୃତ କରିଛନ୍ତି।…

5 years ago

ସ୍କୁଟିକୁ ପଛରୁ ଧକ୍କା ଦେଲା ବସ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ…

5 years ago

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ…

5 years ago

ପାର୍କର ଭ୍ରମ ସୃଷ୍ଟି କରୁଛି ଶ୍ମଶାନ

ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର…

5 years ago

ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି ଗୃହ…

5 years ago

ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଅବ୍ୟବସ୍ଥା

କଟକ ଅଫିସ,୧୮ା୯: ଏସ୍‌ସିବି ମେଡିକାଲର ଆଇସୋଲେଶନ ୱାର୍ଡରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରି…

5 years ago

ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ…

5 years ago

ନରେନ୍ଦ୍ର ପୁଷ୍କରିଣୀରେ ଭାସୁଛନ୍ତି ମଲା ମାଛ

ପୁରୀ ଅଫିସ,୧୮ା୯: ନରେନ୍ଦ୍ର ପୁଷ୍କରିଣୀ। କୋଟି କୋଟି ଶ୍ରଦ୍ଧାଳୁଙ୍କ ଆସ୍ଥା ଓ ବିଶ୍ୱାସର ପୁଷ୍କରିଣୀ। ଏହି ପବିତ୍ର ପୁଷ୍କରିଣୀରେ ମହାପ୍ରଭୁ ଜଳକ୍ରୀଡ଼ା କରନ୍ତି। ଶ୍ରଦ୍ଧାଳୁମାନେ ବୁଡ଼ ପକାଇଥାନ୍ତି।…

5 years ago

କଂଗ୍ରେସ ଛାଡ଼ିଲେ ରାଜକିଶୋର

ଜଗତ୍‌ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ…

5 years ago