ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…
ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…
ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…
ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…
ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…
ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…
ପୁରୀ,୫ା୯(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…
ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…