ଆମ ଜିଲା ଖବର

ହାଇଦର ପୁଅଙ୍କ ଜାମିନ ଆବେଦନ ଖାରଜ

କେନ୍ଦ୍ରାପଡ଼ା ଅଫିସ, ୨୯ା୭: ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଅଲ୍ଲୀଙ୍କର ଗତ ୨୪ତାରିଖରେ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପାରମ୍ପରିକ ସଂସ୍କାର କାର୍ଯ୍ୟକ୍ରମରେ ସାମିଲ…

5 years ago

ସ୍ପିରିଟ ଢାଳି ନିଆଁ ଲଗାଇଥିଲେ ପ୍ରେମିକ

ପୁରୁଷୋତ୍ତମପୁର,୨୯ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରେମିକା ଶୁଭସ୍ମିତା ଖାଡ଼ଙ୍ଗାଙ୍କୁ ଜୀଅନ୍ତା ଜାଳିଦେବା ଘଟଣାରେ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ସାହୁଙ୍କୁ ପୋଲିସ ବୁଧବାର ଗିରଫ…

5 years ago

ମହାପ୍ରଭୁଙ୍କୁ ସୁବର୍ଣ୍ଣ ଜିଭଛେଲା ଦାନ କଲେ ପଦ୍ମଚରଣ

ପୁରୀ ଅଫିସ, ୨୯ା୭: ଜଣେ ଦାତା ବୁଧବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ଟି ସୁବର୍ଣ୍ଣ ଜିଭଛେଲା ଦାନ କରିଛନ୍ତି। ଦାତା ଜଣଙ୍କ ହେଲେ ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର।…

5 years ago

ପ୍ରଶାସନକୁ ସମ୍ଭାଳିବ ଏମିତି

ଯାଜପୁର ଅଫିସ,୨୯ା୭: ଓଡ଼ିଶାରେ ପ୍ରଶାସନକୁ ସମ୍ଭାଳିବାର ଅଭିନବ ଢଙ୍ଗ ଏବେ ପଦାକୁ ଆସିଛି। ବେଦାନ୍ତ କମ୍ପାନୀର ଆଭ୍ୟନ୍ତରୀଣ ଇ-ମେଲ୍‌ ଯୋଗାଯୋଗରୁ ସ୍ପଷ୍ଟ ବୁଝାପଡ଼ୁଛି ଯେ, ରାଜ୍ୟବ୍ୟାପୀ ଏହି…

5 years ago

ଖଟିବାକୁ ଯାଇଥିଲେ ଦାଦନ, ଫେରିଲା ମୃତଦେହ

କୋକସରା୨୮।୭(ଡି.ଏନ୍‌.ଏ): କାମ ଧନ୍ଧା ନ ପାଇ କର୍ନାଟକକୁ ଦାଦନ ଖଟିବାକୁ ଯାଇ ଜଣେ ଶ୍ରମିକଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା…

5 years ago

ଜୟପୁରରୁ ଉଡ଼ିବ ବିମାନ

ଜୟପୁର,୨୮ା୭(ନି.ପ୍ର.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ଏକ ସ୍ବତନ୍ତ୍ର ବିମାନ ଯୋଗେ କୋରାପୁଟ ଜିଲା ଜୟପୁର…

5 years ago

କଉ ମାଛର ଦାମ ୩୫ ହଜାର

ଭୋଗରାଇ,୨୮।୭(ଡି.ଏନ୍‌.ଏ.): ପାରାଦ୍ୱୀପ ଗଭୀର ସମଦ୍ରରୁ ଏକ ବିରଳ ପ୍ରଜାତିର କଉମାଛ ମତ୍ସ୍ୟଜୀବୀଙ୍କ ଟ୍ରଲରରେ ଧରାପଡ଼ିଛି। ଟ୍ରଲର ମାଲିକ ଅଶୋକ ସାହୁ ଏହି ମାଛକୁ ଦୀଘା ମୁହାଣ ମାଛ…

5 years ago

୫ ରୁଟ୍‌ରେ ସରକାରୀ ବସ୍‌ ବନ୍ଦ

ରାୟଗଡ଼ା ଅଫିସ,୨୮ା୭: ମାଓବାଦୀଙ୍କ ପିଏଲ୍‌ଜିଏ(ପିପୁଲ୍ସ ଲିବରେଶନ ଗେରିଲା ଆର୍ମି) ସପ୍ତାହ ବୁଧବାରଠାରୁ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ…

5 years ago

ପୁଅର ଆତ୍ମହତ୍ୟା ପରେ ମିଳିଲା ବାପାଙ୍କ ମୃତଦେହ

ସାରସକଣା, ୨୮।୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ସୀମାନ୍ତ ନୂଆସାହି ଗାଁରେ ବାପ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମଙ୍ଗଳବାର ରାତିରେ ପୁଅ ରାଜୁ ମହାନ୍ତ(୩୨)…

5 years ago

ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି

ସାକ୍ଷୀଗୋପାଳ,୨୮।୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ…

5 years ago