ଆମ ଜିଲା ଖବର

ବଢ଼ୁଛି ବିଜୟ ବିଶ୍ୱାସ

ବଇଣ୍ଡା,୧୩।୧:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଉଷ୍ମ ହେଲାଣି ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ପୂର୍ବରୁ ଆସନ ସଂରକ୍ଷଣ ସରିଥିବା ବେଳେ ଇତିମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ଓ ଭୋଟଗ୍ରହଣ ତାରିଖ…

5 years ago

କୁଆପଥର ମାଡ଼ରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଉମରକୋଟ, ୧୩।୧(ସ୍ବ.ପ୍ର.) କୁଆପଥର ମାଡ଼ରେ କ୍ଷତିଗ୍ରସ୍ତ ହୋଇଛନ୍ତି ଚାଷୀ। ମୂର୍ତ୍ତୃମା ପଞ୍ଚାୟତରେ ୩୦ହେକ୍ଟର ମକାଚାଷରୁ ୧୨ ହେକ୍ଟର, ବକୋଦା, ଇନ୍ଦ୍ରପୁରୀ, ସ୍ବର୍ଣ୍ଣପୁରୀ, ଗୋଟିଗୁଡ଼ା,ଉମର ଗାଁରେ ହୋଇଥିବା ୩୫୦ ହେକ୍ଟର…

5 years ago

ହାଇଦ୍ରାବାଦରୁ ମୁକୁଳିଲେ ୯ ଶିଶୁ ଶ୍ରମିକ

ବୈପାରିଗୁଡ଼ା,୧୩।୧ (ଡି.ଏନ୍‌.ଏ.)  ହାଇଦ୍ରାବାଦରେ ବନ୍ଧାପଡ଼ିଛନ୍ତି ଶିଶୁ ଶ୍ରମିକ ଶୀର୍ଷକ ଖବର ଗତ ୭ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଜିଲା ଶ୍ରମ ବିଭାଗ ହାଇଦ୍ରାବାଦରେ ନିର୍ଯାତିତ ଶିଶୁ…

5 years ago

ଅବାଧରେ ଚାଲିଛି ଗଛକଟା

କେନ୍ଦୁଝର, ୧୩।୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଗୁମୁରା ପଞ୍ଚାୟତ ଟୋଲଙ୍କବାହାଳ ଗ୍ରାମ ଜଙ୍ଗଲରେ ଅବାଧ ଗଛ କାଟି ଜଙ୍ଗଲ ପଦା କରିବାରେ ଲାଗିଛନ୍ତି।…

5 years ago

କୁଆପଥର ବର୍ଷା: ଶତାଧିକ ପକ୍ଷୀ ମୃତ

ବୈପାରିଗୁଡ଼ା,୧୩।୧ (ଡି.ଏନ୍‌.ଏ.)  ବୈପାରିଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର କୁଆପଥର ବର୍ଷା ହୋଇଛି। ଏଥିରେ ବଡବଡ ଗଛ ଉପୁଡି ପଡଛି। କେତେକ ସ୍ଥାନରେ ବହୁ ସଂଖ୍ୟକ ପକ୍ଷୀ ମରି…

5 years ago

ଭାରରେ ବୁହାହେଲେ ରୋଗୀ

ମାଲକାନଗିରି,୧୩।୧(ଡି.ଏନ.ଏ.)  ମାଲକାନଗିରି ଜିଲାରେ ପୁଣି ଦେଖିବାକୁ ମିଳିଛି ସ୍ବାସ୍ଥ୍ୟସେବାର କରୁଣ ଚିତ୍ର। ରାସ୍ତା ଖରାପ ଯୋଗୁ ଗ୍ରାମକୁ ୧୦୮ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ରୋଗୀଙ୍କୁ ଭାରରେ ବୋହି…

5 years ago

ନକଲି ଭିନ୍ନକ୍ଷମ ସାର୍ଟିଫିକେଟରେ ପାଠପଢ଼ା ଘଟଣା, ରୁଜୁ ହେଲା ମାମଲା

ଭଦ୍ରକ ଅଫିସ, ୧୩।୧:  ଓଡ଼ିଶାର ଦ୍ୱିତୀୟ ସର୍ବପୁରାତନ ଭଦ୍ରକ ସ୍ବୟଂଶାସିତ ମହବିଦ୍ୟାଳୟରେ ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଦେଇ ୩ବର୍ଷ ମଧ୍ୟରେ ଶତାଧିକ ଛାତ୍ରୀଛାତ୍ର ପାଠ ପଢ଼ିଛନ୍ତି। ଏହି…

5 years ago

ମକର ପର୍ବ ପାଳନରେ କଟକଣା

ବାରିପଦା ଅଫିସ,୧୩।୧: ମକର ଉତ୍ସବ ମୟୂରଭଞ୍ଜର ଗଣପର୍ବ। ଏହି ଦିନକୁ ସରକାରୀ ଭାବେ ଛୁଟି ଘୋଷଣା ମଧ୍ୟ କରାଯାଇଛି। ତେବେ କରୋନା ତୃତୀୟ ଲହର କଟକଣା ଭିତରେ ଏହି…

5 years ago

ସରିଲା ଗଣତି, ଡଲଫିନ୍‌ ଦେଖାମିଳିଲାନି

ବାଲେଶ୍ୱର ଅଫିସ,୧୩।୧: ବାଲେଶ୍ୱର ଜିଲାରେ ଡଲଫିନ ଗଣନା ଶେଷ ହୋଇଥିବା ବେଳେ ଚଳିତ ବର୍ଷ ଗୋଟିଏ ବି ଡଲଫିନ୍‌ର ସନ୍ଧାନ ମିଳି ନ ଥିବା ଜିଲା ବନ ବିଭାଗ…

5 years ago

ଫାଣ୍ଡି ନିକଟରେ ପଡ଼ିଛି ଯୁବତୀଙ୍କ ମୃତଦେହ

ପାରଳାଖେମୁଣ୍ଡି,୧୩ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରୁ ଯୁବତୀଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ କରାଯାଇଛି। ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ ମିଟର ଦୂରରେ ପଡ଼ିଥିଲା।…

5 years ago