ଆମ ଜିଲା ଖବର

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ…

5 years ago

ଯାତ୍ରୀଙ୍କୁ ଲିଫ୍ଟ ଆଳରେ ଲୁଟୁଥିଲେ

ରସୁଲପୁର,୨୬।୭(ଡି.ଏନ.ଏ.): କୁଆଖିଆ ଥାନା ପୋଲିସ ରବିବାର ଜଣେ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶୋ ଗ୍ରାମର ବ୍ରଜବନ୍ଧୁ…

5 years ago

‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ

ଜଗତ୍‌ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ ଷ୍ଟାଣ୍ଡାର୍ଡସ୍‌…

5 years ago

ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା…

5 years ago

ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ ଭାବେ…

5 years ago

ଟିକାକରଣ ନୈରାଶ୍ୟଜନକ

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଗ୍ରାମାଞ୍ଚଳରେ ସପ୍ତାହକ ବ୍ୟବଧାନ ପରେ ସୁସ୍ଥହାର କମିଥିଲେ ମଧ୍ୟ ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁହାର ବୃଦ୍ଧି ପାଇଥିବା ପ୍ରଶାସନର ରିପୋର୍ଟରୁ…

5 years ago

ଲୁଣାଘେରି ବନ୍ଧ ଭାଙ୍ଗି ୩୦ ଫୁଟର ଘାଇ

ମହାକାଳପଡ଼ା,୨୬।୭ (ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ନାଞ୍ଜୁରା ପଞ୍ଚାୟତର ସ୍ଥାନୀୟ ସାନ୍ତାଳୀପଡ଼ା ପଣିଖିଆ ଗାଁରେ ଶନିବାର ଲୁଣା ଘେରି ବନ୍ଧ ଭାଙ୍ଗିଯାଇଛି। ଫଳରେ…

5 years ago

ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ

ଅନୁଗୋଳ ଅଫିସ, ୨୬ା୭:  ଅନୁଗୋଳ ଜିଲାରେ ବଢ଼ୁଛି ବଳାତ୍କାର ଓ ହତ୍ୟା ମାମଲା। ଗତ ୩ ବର୍ଷ ମଧ୍ୟରେ ଶତାଧିକ ବଳାତ୍କାର ଅଭିଯୋଗ ପୋଲିସ ନିକଟକୁ ଆସିଛି।…

5 years ago

ପ୍ରକଳ୍ପ ପାଖରେ ଜମି ପଡ଼ିଆ

ଢେଙ୍କାନାଳ ଅଫିସ, ୨୬।୭:  ଲୁଚକାଳି ଖେଳୁଛି ମୌସୁମୀ। ଅନାବୃଷ୍ଟି ପାଇଁ ଶ୍ରାବଣରେ ଶୁଖିଲା ପଡ଼ିଛି ଜମି। ଅନିୟମିତ ଲଘୁଚାପ ବର୍ଷା ଚାଷକୁ ନିଅଣ୍ଟ ହେଉଥିବାବେଳେ ମୁଣ୍ଡରେ ହାତ…

5 years ago

ସୁବର୍ଣ୍ଣରେଖାରେ ବୁଡ଼ିଗଲେ ଦୁଇ ଭାଇ: ଜଣେ ଉଦ୍ଧାର, ଜଣେ ନିଖୋଜ

ବାଲେଶ୍ୱର ଅଫିସ,୨୬ା୭: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ମାନପୁର ସୁବର୍ଣ୍ଣରେଖା ନଦୀ ସିଆଡ଼ି ଘାଟରେ ଅଘଟଣ ଘଟିଛି। ଶ୍ରାବଣ ସୋମବାରରେ ଜଳାଭିଷେକ ନିମନ୍ତେ ନଦୀକୁ ପାଣି…

5 years ago