ଆମ ଜିଲା ଖବର

ଶଙ୍ଖ ଧରିଲେ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ

ଭୁବନେଶ୍ୱର,୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରର ଜେଏମ୍‌ଏମ୍‌ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ରାଜ୍ୟ…

5 years ago

ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବି: ବନ୍ଦ ରହିଲା କଳାହାଣ୍ଡି

କର୍ଲାମୁଣ୍ଡା,୫।୧(ଡି.ଏନ୍‌.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବିରେ ବୁଧବାର ଆଦିବାସୀ ମହାସଂଘ ପକ୍ଷରୁ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିଲା। ଏହି କ୍ରମରେ କର୍ଲାମୁଣ୍ଡା ବ୍ଲକରେ ମଧ୍ୟ…

5 years ago

ଗଛରେ ଫସିରହିଛି ଭାଲୁ

ମାଲକାନଗିରି,୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୋରାଖୁଣ୍ଟ ପଞ୍ଚାୟତ ଏମ୍‌ ଭି୨୦ ଗ୍ରାମର ଏକ ଗଛରେ ଜଙ୍ଗଲୀ ଭାଲୁ ଫସିରହିଛି। ଭାଲୁଟି ଖାଦ୍ୟ ଅନ୍ବେଷଣରେ ଗାଁ ଅଭିମୁଖେ ପଶି ଆସି…

5 years ago

ସୁମିତଙ୍କ ବେଡ୍‌ରୁମ୍‌ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି…

5 years ago

ଚିଲିକାରେ ପକ୍ଷୀ ସଂଖ୍ୟା ୧୬% କମିଲା

ବାଲୁଗାଁ ,୫ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କତ୍ତୃର୍ର୍ପକ୍ଷ (ସିଡିଏ) ପକ୍ଷରୁ ମଙ୍ଗଳବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ମୋଟ…

5 years ago

ବ୍ୟାଘ୍ର କରିଡରରେ ଯୋଡ଼ିହେଲା ନନ୍ଦିନିଆ

ଢେଙ୍କାନାଳ ଅଫିସ, ୫।୧: ସାତକୋଶିଆ ବ୍ୟାଘ୍ର କରିଡ଼ରରେ ଯୋଡ଼ିହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲ। ଜିଲାର କନ୍ଧରା ଏବଂ ନନ୍ଦିନିଆ ରିଜର୍ଭ…

5 years ago

୬ ସପ୍ତାହ ମଧ୍ୟରେ ବାର୍‌ କାଉନ୍‌ସିଲ ନିର୍ବାଚନ କର: ହାଇକୋର୍ଟ

କଟକ ଅଫିସ,୫ା୧: ରାଜ୍ୟ ବାର କାଉନ୍‌ସିଲ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ୬ସପ୍ତାହ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ…

5 years ago

୧୧ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ

ବାରଙ୍ଗ,୫ା୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ମଙ୍ଗଳବାର ଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ପର୍ଯ୍ୟଟକମାନେ ପ୍ରାଣୀ ଉଦ୍ୟାନର ବାଘ, ସିଂହ, ଭାଲୁ ଓ…

5 years ago

ଆଜିଠୁ ଦଶମ ସମେଟିଭ-୧

କଟକ ଅଫିସ, ୫ା୧: ଦଶମ ଶ୍ରେଣୀ ସମେଟିଭ ଆସେସ୍‌ମେଣ୍ଟ-୧ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେଉଛି। ଚଳିତବର୍ଷ ୩୦୯୩ କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩…

5 years ago

ବ୍ଲାକ୍‌ମେଲିଂ ଯୋଗୁ ଆତ୍ମହତ୍ୟା

ଦଶରଥପୁର,୫ା୧(ଡି.ଏନ୍‌.ଏ.):ଦଶରଥପୁର ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣାର ରହସ୍ୟ ସାମ୍‌ନାକୁ ଆସିବାରେ ଲାଗିଛି ା ସେମାନଙ୍କ ପ୍ରେମକୁ ଉଭୟ ପରିବାର ପକ୍ଷରୁ ସ୍ବୀକୃତି ମିଳି ନ ଥିଲା। ଅନ୍ୟ ଜଣେ…

5 years ago