ଆମ ଜିଲା ଖବର

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କଲେ ସ୍ବାମୀ

ଲୋଇସିଂହା,୨୭।୩: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସଂସା ଗାଁରେ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ ସୁଦାମ…

5 years ago

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କେଦାରନାଥ ସଭାପତି, ପ୍ରକାଶ ଚନ୍ଦ୍ର ହେଲେ ସମ୍ପାଦକ

ପୁରୁଷୋତ୍ତମପୁର, ୨୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ନିର୍ବାଚନ ଅଧିକାରୀ ରବୀନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଶନିବାର ଶେଷ ହୋଇଛି। ସମସ୍ତ ପ୍ରାର୍ଥି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…

5 years ago

ଓଡ଼ିଶା ଲୋକ ଭୋଟ ଦେଲେ ପଶ୍ଚିମବଙ୍ଗରେ

ଭୋଗରାଇ,୨୭।୩(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶଙ୍ଖାମେଦୀ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ…

5 years ago

ଆଧିପତ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୨୭ା୩ ଅନୁଗୋଳ ସହରରେ ଭିଡ଼ ନିୟନ୍ତ୍ରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ହଟାଉଛି ପୌର ପ୍ରଶାସନ। ବିଶେଷକରି ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ଦିଆଯାଇଥିବା…

5 years ago

ବେଲଘର ବନାଞ୍ଚଳରେ ବାଘ: ଜଙ୍ଗଲ ଯିବାକୁ ମନା

ବାଲିଗୁଡା,୨୭।୩: କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ବନାଞ୍ଚଳର ତଗାପାଙ୍ଗା ଜଙ୍ଗଲରେ ବାଘ ବଳଦକୁ ମାରି ଖାଇଥିବା ଅଭିଯୋଗ ହୋଇଛି।…

5 years ago

ମର୍ନିଂଓ୍ବାକ୍‌ ବେଳେ ମହିଳାଙ୍କୁ କମେଣ୍ଟ ମାରି ଯୁବକ ଗିରଫ

ଛତ୍ରପୁର,୨୬।୩: ମହିଳାଙ୍କୁ କମେଣ୍ଟ ମାରିବା ଅଭିଯୋଗରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ମହିଳା ଜଣକ ମର୍ନିଂଓ୍ବାକ କରିବା ପାଇଁ ଆସୁଥିବା ବେଳେ ଯୁବକ…

5 years ago

ଗାଧୋଉଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲେ ଛାତ୍ରୀ

ବଡ଼ଗାଁ,୨୬।୩: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ ଖରିଆମାଲ ନିକଟ ମାଲିପଡା ଗ୍ରାମରେ ଶୁକ୍ରବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।…

5 years ago

୨୫ ତାଲା ଭାଙ୍ଗି ଚୋରି

ସମ୍ବଲପୁର,୨୬ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାର କଲେଜ ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏଫ୍‌ଏମ୍‌ଟି, ପାଥୋଲୋଜି, ମାଇକ୍ରୋବାଇଲୋଜି, ଆନୋଟୋମି ବିଭାଗ କୋଠରୀର ପ୍ରାୟ ୨୫…

5 years ago

କୋଭିଡ୍‌ କଟକଣା ଉଲ୍ଲଂଘନ: ୩୦ ହଜାର ଟଙ୍କା ଗଣିଲା ମନ୍ଦିର କମିଟି

ବରଗଡ଼ ଅଫିସ୍‌,୨୬।୩: ବରଗଡ଼ ଜିଲା ଭଟଲିସ୍ଥିତ ଶ୍ୟାମ ବିହାରୀ ମନ୍ଦିରରେ ଗୁରୁବାର ଫାଲଗୁନ ମେଳା ପାଳନ କରିବା ମନ୍ଦିର କମିଟିକୁ ମହଙ୍ଗା ପଡ଼ିଛି । କୋଭିଡ୍‌ କଟକଣା…

5 years ago

ରେଲୱେ ଠିକାଦାର କ୍ୟାମ୍ପ ଉପରେ ଆକ୍ରମଣ, ମହିଳା ଶ୍ରମିକଙ୍କୁ ବଳାତ୍କାର ଉଦ୍ୟମ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): ସମ୍ବଲପୁର ରେଲୱେ ଡିଭିଜନ କେସିଙ୍ଗା ରେଲୱେ ଷ୍ଟେଶନର ଗୋଦାମ ନିକଟରେ ଥିବା ରେଲୱେ ଠିକାଦାରଙ୍କ କ୍ୟାମ୍ପ ଉପରେ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି। ଏହାସହ…

5 years ago