ଆମ ଜିଲା ଖବର

ଦିଗପହଣ୍ଡି ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାଁରେ ମାମଲା

ଦିଗପହଣ୍ଡି,୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ ଏବଂ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଶନିବାର…

5 years ago

ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପରେଶନ : ବିପୁଳ ପରିମାଣରେ ବିସ୍ଫୋରକ ବନ୍ଧୁକ ତିଆରି ସାମଗ୍ରୀ ଜବତ

ମାଲକାନଗିରି,୨୪।୮(ସ୍ବ.ପ୍ର.): ମାଲକାନଗିରି ଜିଲା କାଲିମେଳା ବ୍ଲକର ମାଓବାଦୀ ପ୍ରବଣ କୁରୁବ୍‌, ସୁଧାକୋଣ୍ଡା ଓ ଏଲ୍କାନୁର ଜଙ୍ଗଲରେ ସୋମବାର କୁମ୍ବିଂ ଅପରେଶନ ବେଳେ ବ୍ୟାପକ ପରିମାଣର ବିସ୍ଫୋରକ ଓ…

5 years ago

ବାଲିଗୁଡ଼ା ଅଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର: କଟୁ ସମାଲୋଚନା

ବାଲିଗୁଡା,୨୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। କଞ୍ଜାଲଗୁ ହିଂସାକୁ ବିରୋଧ କରି ଆଇଏନ୍‌ପିପିଏଫ୍‌ ପକ୍ଷରୁ ବାଲିଗୁଡା ଥାନା ଅନ୍ତର୍ଗତ ନକ୍ସଲ…

5 years ago

ଟିକରସାହିର ନିଖୋଜ ବ୍ୟକ୍ତିଙ୍କ ମୃତଦେହ ବ୍ରାହ୍ମଣୀପାଳ କୁଶେଇ ନଦୀରୁ ଉଦ୍ଧାର

କେନ୍ଦୁଝର, ୨୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣୀପାଳ ସଉତୁଣୀ ନାଳ ନିକଟସ୍ଥ କୁଶେଇ ନଦୀରୁ ସୋମବାର ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ…

5 years ago

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି। ଏ…

5 years ago

ସୀମା ସିଲ୍‌ ଉଚ୍ଛେଦ ଦାବି କଲା ଭାଜପା

ବ୍ରହ୍ମପୁର ଅଫିସ,୨୪ା୮: ସାଧାରଣ ଲୋକଙ୍କ ଜୀବନ ଜୀବିକା ରକ୍ଷା ପାଇଁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି। ଅନ୍ୟପଟେ ରାଜ୍ୟ ସରକାର ବିନା କାରଣରେ କଟକଣା ଜାରି କରି…

5 years ago

ଆଜି ଖୋର୍ଦ୍ଧାକୁ ଟପିଲା କଟକ, ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କିଛିଦିନ ଧରି ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ…

5 years ago

ନଦୀ ପାର ହେଲେ ଗର୍ଭବତୀ, ମହାନତା ଦେଖାଇଲେ ଗ୍ରାମବାସୀ

ମାଲକାନଗିରି,୨୪ା୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଲଙ୍କାଗାଁରେ ଜଣେ ଗର୍ଭବତୀଙ୍କୁ ନଦୀ ପାର କରି ଗ୍ରାମବାସୀ ମହାନତା ଦେଖାଇଛନ୍ତି॥ ମାଓବାଦୀ ପ୍ରବଣ ଲଙ୍କାପଲ୍ଲୀ ଗାଁରେ…

5 years ago

ଗଞ୍ଜାମରେ କରୋନା କଟକଣା କୋହଳ: ଜିଲାପାଳ

ଛତ୍ରପୁର,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କଟକଣା ସାମାନ୍ୟ କୋହଳ ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ଯେ, ସୋମବାରଠାରୁ ଶୁକ୍ରବାର ଯାଏ…

5 years ago

ଭତ୍ତା ପାଇଁ ଗଞ୍ଜାମ ଏନ୍‌ଏସି ଗେଟ୍‌ ସମ୍ମୁଖରେ ହୋ-ହଲ୍ଲା

ଗଞ୍ଜାମ,୨୪।୮(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବିଭିନ୍ନ ଭତ୍ତା ଏନ୍‌ଏସି ଅଞ୍ଚଳଗୁଡିକରେ ବଣ୍ଟନ ସରିଥିବା ବେଳେ ଗଞ୍ଜାମ ଏନ୍‌ଏସିରେ ତା’ର ବ୍ୟତିକ୍ରମ ଘଟିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ହିତାଧିକାରୀଙ୍କ…

5 years ago