ବରଗଡ଼ ଅଫିସ୍/ଝାରବନ୍ଧ/ ଅମ୍ବାଭୋନା,୨୭।୧୨: ଖରିଫ ଧାନ ସଂଗ୍ରହରେ ବରଗଡ଼ ଜିଲାର ଉପାନ୍ତ ଅଞ୍ଚଳଗୁଡ଼ିକୁ ଅଣଦେଖା କରାଯାଉଛି। ମଣ୍ଡିରେ ପଡ଼ିଥିବା ଧାନ ଉଠାଯାଉନାହିଁ। ଫଳରେ ଚାଷୀମାନେ ଶୀତ, କାକରରେ…
ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ…
ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ ତେଲିଗଡ଼…
ଯାଜପୁର ଅଫିସ,୨୭ା୧୨: ରାଜ୍ୟ ପୂର୍ତ୍ତ ବିଭାଗରେ ସରକାରୀ ସ୍ବୀକୃତିପ୍ରାପ୍ତ ମୋଟ ଠିକାଦାର ସଂଖ୍ୟା ୪୧,୨୩୭ ରହିଥିବାବେଳେ ସେଥିରୁ ୪୨୨ ଜଣ ରାଜ୍ୟ ବାହାରର ଠିକାଦାର ଅଛନ୍ତି। ଗତ…
କେନ୍ଦ୍ରାପଡ଼ା ଅଫିସ,୨୭ା୧୨: ହାଲକା ଖାଦ୍ୟ ଭାବେ ପାଉଁରୁଟି ଜଣାଶୁଣା। ସ୍ବାସ୍ଥ୍ୟ ପାଇଁ ଆବଶ୍ୟକ କାର୍ବୋହାଇଡ୍ରେଟ୍ ଓ ଅନ୍ୟାନ୍ୟ ଉପାଦାନ ମିଳିଥାଏ। ତେବେ ଏହି ପାଉଁରୁଟି ଏବେ ସୁରକ୍ଷିତ…
ମହାକାଳପଡ଼ା,୨୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ବେଆଇନ୍ ଭାବେ ଅନୁପ୍ରବେଶ। ଏହାକୁ ନେଇ ଏବେ ପ୍ରଶାସନ…
ପାରାଦୀପ,୨୭।୧୨(ସ୍ବ.ପ୍ର.): ପାରାଦୀପ-ଅସ୍ତରଙ୍ଗ ସମୁଦ୍ର ସୀମା ମଧ୍ୟରେ ବୁଲୁଥିବା ଏକ ଅଣ ପଞ୍ଜୀକୃତ ବାଂଲାଦେଶୀ ବୋଟ୍କୁ ରବିବାର ସ୍ଥାନୀୟ ମତ୍ସ୍ୟଜୀବୀ ଠାବକରି ମେରାଇନ ପୋଲିସ ଜିମା ଦେଇଛନ୍ତି। ଉକ୍ତ…
ପରଜଙ୍ଗ, ୨୭।୧୨(ଡି.ଏନ୍.ଏ.) ବେଆଇନ ଇଟାଭାଟି ପାଇଁ ଜଙ୍ଗଲାଞ୍ଚଳରେ ଖୋଳାଯାଇଥିଲା ମାଟି। ଆଉ ଏହାଦ୍ୱାରା ସୃଷ୍ଟି ହୋଇଥିବା କାଦୁଅ ଭର୍ତ୍ତି ଗାତରେ ପଡ଼ି ୨ଦିନ ହେଲା ଛଟପଟ ହେଉଛନ୍ତି ଗୋଟିଏ…
ବୁଗୁଡ଼ା,୨୭ା୧୨(ଡି.ଏନ.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଗୌଡିଆ ବରୋଦା ପଞ୍ଚାୟତର ଗାନ୍ଧୀ ଗ୍ରାମରେ ରବିବାର ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍…
ସମ୍ବଲପୁର,୨୬ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ବତେମୁରା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଲକ୍ଷ୍ମୀ ରାକସ (୩୨)ଙ୍କ ଗଳା କାଟି ସ୍ବାମୀ ଆନନ୍ଦ…