ଆମ ଜିଲା ଖବର

ବ୍ୟାଙ୍କ ଲୁଟ୍‌ ଫସରଫାଟିଲା

କେନ୍ଦୁଝର,୫।୭(ସ୍ବ.ପ୍ର): କେନ୍ଦୁଝର ଜିଲା ସଦର ଥାନା ଅଧୀନ ଶୁଆକାଟି ସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରୁ ଗତ ୨ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ…

5 years ago

ପାହାଡ଼ରୁ ମିଳିଲା ନରକଙ୍କାଳ

ଲାଠୋର, ୫ା୭: ବଲାଙ୍ଗୀର ଜିଲା ଲାଠୋର ଥାନା ଅନ୍ତର୍ଗତ ପାଢ଼େଲ ଡୁଙ୍ଗୁରି(ପାହାଡ଼)ରୁ ସୋମବାର ପୋଲିସ ଏକ ନରକଙ୍କାଳ ଜବତ କରିଛି। ଏ ନେଇ ଏକ ମାମଲା(ନଂ.୬/୨୧) ରୁଜୁ…

5 years ago

ସମ୍ବଲପୁର, ବରଗଡ଼ରେ ୪ଦିନ ବିଦ୍ୟୁତ୍‌ କାଟ

ସମ୍ବଲପୁର,୫ା୭ (ବ୍ୟୁରୋ): ସମ୍ବଲପୁର ଚିପିଲିମା ପାୱାର ହାଉସ୍‌ରେ ମରାମତି କାମ ଯୋଗୁ ସମ୍ବଲପୁର ଓ ବରଗଡ ଜିଲାର ବିଭିନ୍ନ ଅଞ୍ଚଳକୁ ୪ଦିନ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ ହେବ।…

5 years ago

ଜାଲ ଚିଠିରେ ଦରମା ବୃଦ୍ଧି

କେନ୍ଦୁଝର,୫ା୭: କେନ୍ଦୁଝର ଜିଲା ଶିକ୍ଷା ବିଭାଗରେ ଜାଲ ଚିଠିରେ ଶିକ୍ଷକଙ୍କ ବେତନ ବୃଦ୍ଧି କରାଯିବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ହେଉଥିବା…

5 years ago

ହାଇଓ୍ବା ଚକା ତଳେ ଚାଲିଗଲା ଡମ୍ପର ଡ୍ରାଇଭରଙ୍କ ଜୀବନ: ଗାଡ଼ି ପଛାଉ ପଛାଉ

ପାଟଣା,୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବୈତରଣୀ ନଦୀ ପାଟନାଳି ବାଲିଘାଟରେ ରବିବାର ବିଳମ୍ବିତ ରାତ୍ରିରେରେ ଏକ ଦୁର୍ଘଟଣା ଘଟିଛି। ବାଲି ଉତ୍ତୋଳନ ବେଳେ ହାଇୱା ଚକ ତଳେ ଜଣେ…

5 years ago

ଅନ୍‌ଲାଇନ୍‌ କ୍ଲାସରେ ସମସ୍ୟା :ବ୍ଲକ ଶିକ୍ଷା ଅଧିକାରୀଙ୍କ ନେଲେ ଅଭିନବ ପଦକ୍ଷେପ

ଛତ୍ରପୁର,୫।୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ଏବେ ସମସ୍ତ ସ୍କୁଲ ବନ୍ଦ ରହିଛି। ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ୁଛନ୍ତି। ତେବେ ଗଞ୍ଜାମର ବିଭିନ୍ନ ସ୍ଥାନରେ ମୋବାଇଲ ନେଟୱର୍କ…

5 years ago

ଥମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା: ଆଜି ନେଲା ୫ ମୁଣ୍ଡ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ପୁଣି ଆଜି ଜିଲାରୁ ଆଉ ୩ ଜଣ ମହିଳାଙ୍କ ସହ ୫…

5 years ago

ଡିଭାଇଡରକୁ ବେଆଇନ ଭାବେ ଭାଙ୍ଗି ଚଳପ୍ରଚଳ

ଡେରାବିଶ,୫।୭(ସ୍ବ.ପ୍ର.): ଚଣ୍ଡିଖୋଲଠାରୁ ପାରାଦୀପ ଯାଏ ଯାଇଥିବା ୫୩ ନଂ. (କ) ଜାତୀୟ ରାଜପଥର ଡେରାବିଶ ବ୍ଲକ ପଞ୍ଚୁପାଣ୍ଡବଠାରୁ ଅଁଳାବାଙ୍କ ମଧ୍ୟରେ ରାଜପଥରେ ଥିବା ଡିଭାଇଡରକୁ ବ୍ୟବସାୟ ନିମନ୍ତେ…

5 years ago

କୋର୍ଟରେ ଗଡୁଛି ୨୧ ହଜାର ମାମଲା

କେନ୍ଦ୍ରାପଡ଼ା ଅଫିସ,୫।୭: କରୋନା କେନ୍ଦ୍ରାପଡ଼ା ଜିଲାବାସୀଙ୍କ ଜୀବନ ଓ ଜୀବିକା ଉପରେ ପ୍ରଭାବ ପକାଇଛି। ପ୍ରାୟ ଦେଢ଼ବର୍ଷ ଧରି ପ୍ରବାସୀ ଜିଲାକୁ ଫେରି କର୍ମନିଯୁକ୍ତି ସମସ୍ୟାରେ ଥିବା…

5 years ago

ମୌସୁମୀ ଆରମ୍ଭରେ ଚାଷୀ ରୋଇଲେ ତଳି

ମହାକାଳପଡ଼ା,୫।୭ (ଡି.ଏନ୍‌.ଏ.): ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପ୍ରବେଶ ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଚାଷୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଚାଷୀମାନେ ରଜ ପୂର୍ବରୁ…

5 years ago