ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍ ବୋଝେଇ ଟ୍ରକ୍ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ…
ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ ଘଟିଛି।…
ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ ରବିବାର…
ସଇଁତଳା,୪।୭: ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବେଲଗାଁ ପଞ୍ଚାୟତ ଅନ୍ତର୍ଗତ ପିପୃଟ କୁସମମୁଣ୍ଡା ଗାଁରେ ବଜ୍ରପାତ ଘଟି ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…
ଗୋପାଳପୁର,୪ା୭: ଗୋପାଳପୁର ହିଲ୍ଟପ ରୋଡରେ ଥିବା ସେଣ୍ଟ ଭିନ୍ସେଣ୍ଟ ଚର୍ଚ୍ଚର ଫାଦର ପ୍ରଦୀପ ସରେନ(୩୦) ଆତ୍ମହତ୍ୟା କରିଛନ୍ତି। ଗୋପାଳପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୧) ରୁଜୁ କରି…
ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ…
ଭଦ୍ରକ ଅଫିସ,୪ା୭: ଜିଲା ଅବକାରୀ ବିଭାଗ ଭ୍ରାମ୍ୟମାଣ ଏକ ସ୍ବତନ୍ତ୍ର ଟିମ୍ ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ବୋଲେରୋ…
ଭଦ୍ରକ ଅଫିସ,୪ା୭: ଭଦ୍ରକ ଜିଲା ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି ହୋଇ ଚିକିତ୍ସିତ…
ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ…
ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି।…