ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ ପାଚେରି…
ଗୁଡ୍ଭେଲା,୧୮।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ରୁଷୁଡା ଗ୍ରାମପଞ୍ଚାୟତ ଅଧୀନ ଚାଣ୍ଟିପଦର ଗ୍ରାମରେ ତିନି ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପରେ ରୁଷୁଡା…
ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍ ଆକ୍ଟିଭ୍ କେଶ୍ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି…
ଛତ୍ରପୁର,୧୮।୮(ଡି.ଏନ.ଏ): ଆସନ୍ତା ଶନିବାର ପଡ଼ୁଛି ଗଣେଶ ପୂଜା। ଏହାକୁ ଆନନ୍ଦ, ଉଲ୍ଲାସର ସହ ପାଳନ କରିବାକୁ ଶ୍ରଦ୍ଧାଳୁମାନେ ଅନାଇ ବସିଛନ୍ତି। କିନ୍ତୁ ଚଳିତବର୍ଷ କରୋନା ମହାମାରୀ ଯୋଗୁ…
ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ…
କଟକ ଅଫିସ,୧୮।୮: ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ରୁଜୁ ହୋଇଥିବା ହେବିୟସ୍ କର୍ପସ ମାମଲାରେ ସୋମବାର ଯାଜପୁର ଜିଲା ବରୀର ସମ୍ପୃକ୍ତ ଯୁବତୀ ଜଣକ ହାଇକୋର୍ଟରେ ହାଜର…
କଟକ ଅଫିସ,୧୮।୮: ରାଜ୍ୟର ସମସ୍ତ କ୍ୟାଡର୍ର ବିଚାରପତିଙ୍କ ପାଇଁ ପରିବର୍ତ୍ତିତ କାର୍ଯ୍ୟ ମାପଦଣ୍ଡ (ୟାର୍ଡଷ୍ଟିକ୍) ସ୍ଥିର ହୋଇଛି। ସୋମବାର ଏନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
କଟକ ଅଫିସ,୧୮।୮: ଜାଲ୍ ବିଲ୍ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇର ପର୍ଦ୍ଦାଫାସ୍ କରିଛି ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍। ଏଥିରେ ଅଭିଯୁକ୍ତ ଥିବା ମଧୁମିତା…
କେନ୍ଦ୍ରାପଡ଼ା ଅଫିସ/ପାଟକୁରା (ଡି.ଏନ୍.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଧର୍ମାନନ୍ଦ ବେହେରାଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ…
ଯାଜପୁର ଅଫିସ,୧୮।୮: ଯାଜପୁର ଜିଲା ଟମକା ଥାନା ଏସ୍ଆଇ ମହମ୍ମଦ ସିରାଜଙ୍କ ଅର୍ଥ ଆଦାୟ ଭିଡିଓ ଭାଇରାଲ ମାମଲାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଧରିତ୍ରୀରେ ଖବର ପ୍ରକାଶନ…