ଆମ ଜିଲା ଖବର

କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ…

5 years ago

ପିକ୍‌ଅପ୍‌ ଭ୍ୟାନରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଆର.ଉଦୟଗିରି,୧୬ା୮(ଡି.ଏନ.ଏ.)- ମୋହନା ପୋଲିସ ଏକ ଗାଡ଼ି ସହ ୧୩ ବସ୍ତା ଗଞ୍ଜେଇ ଜବତ କରିଛି। ଆର୍‌.ଉଦୟଗିରି ଏସଡିପିଓ ଅନିଲ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ମୋହନା ଆଇଆଇସି ସୁନିଲ…

5 years ago

ଜାତୀୟ ରାଜପଥରେ ଜଳିଗଲା ବିସ୍କୁଟ୍‌ ବୋଝେଇ କଣ୍ଟେନର୍‌

ଭଦ୍ରକ ଅଫିସ, ୧୬ା୮- ଭଦ୍ରକ ଜାତୀୟ ରାଜପଥ ସାହାପୁର ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବିସ୍କୁଟ ବୋଝେଇ କଣ୍ଟେନର ଜଳିଯାଇଛି। ସୂଚନା ମୁତାବକ, କଣ୍ଟେନର୍‌ (ନଂ…

5 years ago

ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ…

5 years ago

ବାଣ ବିସ୍ଫୋରଣରେ ଭୁଶୁଡ଼ି ପଡିଲା ଘର

ବେଗୁନିଆ,୧୬ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା କଣ୍ଟାବାଡ଼ ଗ୍ରାମରେ ଶନିବାର ରାତିରେ ବାଣ ବିସ୍ଫୋରଣ ଘଟି କାଶୀନାଥ ମହାପାତ୍ରଙ୍କ ଘର ସହ ପଡୋଶୀଙ୍କ ୪ ବଖରା କ୍ଷତିଗ୍ରସ୍ତ…

5 years ago

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର…

5 years ago

ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୧୬ା୮(ଡି.ଏନ୍‌.ଏ.): ଶନିବାରଠାରୁ ହେଉଥିବା ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ନାଳ, ଯୋର ଏବଂ ଜଳାଶୟରେ ପାଣି ଭର୍ତ୍ତି ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁ…

5 years ago

୧୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ବର୍ଷାଜଳ, ଫସଲ ନଷ୍ଟ ଆଶଙ୍କା

ଡେରାବିଶ,୧୬ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରୁ ହେଉଥିବା ଲଗାଣ ବର୍ଷା ନାହିଁ ନ ଥିବା କ୍ଷତି ପହଞ୍ଚାଇଛି। ଏହି ବ୍ଲକ ଅଞ୍ଚଳରେ ଚଳିତ…

5 years ago

ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ

ଲୋଇସିଂହା,୧୬।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ ଓ…

5 years ago

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ : ଆଖିବୁଜିଲେ ଝିଅ, ପରିବାରର ୪ ଗୁରୁତର

ପାଟଣାଗଡ଼,୧୬।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ଦେଉଲଗାଁ ପଞ୍ଚାୟତ ଘୁନଘୁଟିପାଲି ଗ୍ରାମରେ ଶୁକ୍ରବାର ଲଗାଣ ବର୍ଷା ଯୋଗୁ କାନ୍ଥ ଭୁଶୁଡି ପଡ଼ିଛି। ଏଥିରେ ଜଣଙ୍କ ମୃତ୍ୟୁ…

5 years ago