ଆମ ଜିଲା ଖବର

ବୁଡ଼ାଇଲା ବର୍ଷା: ବଡ଼ଦାଣ୍ଡ ଉବୁଟୁବୁ

ପୁରୀ ଅଫିସ,୧୪ା୮: ପୁରୀରେ ଗୁରୁବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ନିର୍ଦ୍ଧୁମ ବର୍ଷା ହୋଇଥିଲା। ଫଳରେ କିଛି ସମୟ ପାଇଁ ବଡ଼ଦାଣ୍ଡ ଏକପ୍ରକାର ବୁଡ଼ିଯାଇଥିଲା। ବର୍ଷା ଛାଡ଼ିିବା ପରେ…

5 years ago

କଟକ ଷ୍ଟେଶନରେ ଶହେ ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା

କଟକ ଅଫିସ,୧୪ା୮: କଟକ ରେଳଷ୍ଟେଶନ ନିକଟରେ ଗୁରୁବାର ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉଡ଼ିଛି। ହାଇକୋର୍ଟ ପରେ ରେଳଷ୍ଟେଶନଠାରେ ପ୍ରଥମ ଥର ପାଇଁ ଏହି ଉଚ୍ଚତମ…

5 years ago

ବର୍ଷେ ବଢ଼ାଯାଉ ମାନ୍ୟତା ବୈଧତା

କଟକ ଅଫିସ,୧୪ା୮: ଘରୋଇ କଲେଜଗୁଡ଼ିକର ମାନ୍ୟତା ବୈଧତା ଅନ୍ତତଃ ଏକବର୍ଷ ବଢ଼ାଇବା ପାଇଁ ଦାବି କରାଯାଇଛି। ଏନେଇ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଅନଙ୍ଗ କୁମାର…

5 years ago

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ…

5 years ago

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌…

5 years ago

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

5 years ago

ଡିଫେନ୍ସ ରୋଡ୍‌ ନିର୍ମାଣରେ ବାଧକ ଜବରଦଖଲ

  ବାଲେଶ୍ୱର ଅଫିସ,୧୪।୮- ବାଲେଶ୍ୱର ସହର ପୂର୍ବରୁ ଥିବା କୁରୁଡ଼ା ସ୍ଥିତ ଜ୍ୟୋତି ହସ୍‌ପିଟାଲଠାରୁ ପାତ୍ରପଡ଼ା ପର୍ଯ୍ୟନ୍ତ (୯.୨ କି.ମି.) ପ୍ରତିରକ୍ଷା ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର…

5 years ago

ଛତ୍ରପୁର ଉପଖଣ୍ଡରେ ୮୩% ସୁସ୍ଥ

  ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ଛତ୍ରପୁର ଉପଖଣ୍ଡରେ ଥିବା ୮ ବ୍ଲକ ଓ ୯ ସହରାଞ୍ଚଳରେ ଟେଷ୍ଟ ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଜୁଲାଇ ୨୩ରୁ ଗତ…

5 years ago

ଅଙ୍ଗଦାନ ନେଇ ପ୍ରିୟଙ୍କାରାଣୀଙ୍କ ପରିବାରକୁ ମିଳିଲା ୫ ଲକ୍ଷ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କୁ ମରଣୋତ୍ତର ସୁରଜ ସମ୍ମାନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ…

5 years ago

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର ବ୍ୟବସ୍ଥା…

5 years ago