ଆମ ଜିଲା ଖବର

୮ଜଙ୍ଗଲରେ ନିଆଁ

ବାରିପଦା ଅଫିସ, ୨୮।୨-ମୟୂରଭଞ୍ଜ ଜିଲାର ବିଭିନ୍ନ ଜଙ୍ଗଲରେ ଶନିବାର ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଜଙ୍ଗଲ ସଂଲଗ୍ନ ଗ୍ରାମକୁ ନିଆଁ ବ୍ୟାପିବା ପରେ ଗ୍ରାମବାସୀ ଦମକଳ…

5 years ago

ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି…

5 years ago

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର…

5 years ago

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି…

5 years ago

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି…

5 years ago

ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ

ହିଞ୍ଜିଳିକାଟୁ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି ଯାଇଛି।…

5 years ago

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର…

5 years ago

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ। ବନ୍ଧଗାଁ…

5 years ago

ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼

କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ ରହୁଥିବା…

5 years ago

ଜୋର୍‌ ଧରିଲା ସବ୍‌ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି

ପୁରୁଷୋତ୍ତମପୁର,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବୈଠକ ଶନିବାର ସଭାପତି କେଦାରନାଥ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ବିବରଣୀ…

5 years ago