ଆମ ଜିଲା ଖବର

ପ୍ରବାସୀ ହେବାକୁ ବାଧ୍ୟ ହେଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୧୦।୮: ସାଧାରଣ ଓ ଗରିବ ଲୋକଙ୍କୁ କାମ ଯୋଗାଇ ଆର୍ଥତ୍କ ସ୍ତରରେ ଉନ୍ନତି ଆଣିବା ପାଇଁ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟକାରୀ…

5 years ago

ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ବରୀ,୧୦ା୮(ଡି.ଏନ.ଏ): ବନ୍ୟା ସମୟରେ ଲୋକମାନଙ୍କୁ ଉଦ୍ଧାର କରିବାକୁ ବ୍ୟବହୃତ ସରକାରୀ ବୋଟ୍‌ଗୁଡ଼ିକ ରାସ୍ତାକଡ଼ରେ ଦୀର୍ଘ ଦିନ ଧରି ଅଯତ୍ନ ଭାବେ ପଡ଼ିରହିଛି। ବରୀ ବ୍ଲକ ଅଞ୍ଚଳ ଦେଇ…

5 years ago

ବିପଦପୂର୍ଣ୍ଣ ବ୍ରିଜ୍‌, ବାଜିରେ ଜୀବନ

ପୁରୀ ଅଫିସ, ୧୦।୮: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ। ଓଡ଼ିଶା ମଧ୍ୟରେ ଥିବା ଜାତୀୟ ରାଜପଥ (ଏନ୍‌ଏଚ୍‌)ଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା। କରୋନା…

5 years ago

ଗାଁଠାରୁ ସହରରେ ସଂକ୍ରମଣ ଅଧିକ

କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି।…

5 years ago

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ…

5 years ago

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ…

5 years ago

‘ଓଡ଼ିଶା ମୋ ପରିବାର’ରେ ଫାଟ

ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର…

5 years ago

୧୭୪ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ଥିଲେ ପଦକ୍ଷେପ

କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଏହି…

5 years ago

ଅଭାବ ହେଲାଣି ଆଇସିୟୁ

କଟକ ଅଫିସ,୧୦।୮: କରୋନା ସଂକ୍ରମଣରେ ଗୁରୁତର ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କଟକ ଜିଲାରେ ଆଉ ଇଣ୍ଟେନ୍ସିଭ୍‌ କେୟାର୍‌ ୟୁନିଟ୍‌ (ଆଇସିୟୁ) ନାହିଁ। ସବୁ ଆଇସିୟୁ ଭର୍ତ୍ତି ହୋଇଯାଇଛି।…

5 years ago

ଉଚ୍ଛେଦରେ ସୀମିତ ସମ୍ପ୍ରସାରଣ

ବଇଣ୍ଡା, ୧୦ା୮(ପରିକ୍ଷିତ ସାହୁ):  ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥକୁ ୪ ଲେନ୍‌ କରାଯାଉଛି। ହେଲେ କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ଭାଙ୍ଗମୁଣ୍ଡା…

5 years ago