ଆମ ଜିଲା ଖବର

ବରଗଡ଼ରେ ପୁଣି ୮ କରୋନା ପଜିଟିଭ୍‌: ୫୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୭।୮: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରପରିଷଦ ଅଧୀନ ୱାର୍ଡ ନଂ-୨…

5 years ago

ରେକର୍ଡ ନିଶାରେ ବାନ୍ଧ କାରିଗର ଘନଶ୍ୟାମ

ସୋନପୁର,୭ା୮: ଘନଶ୍ୟାମ ମେହେର। ବୟସ ୪୦। ଘର ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଟିକିରାପଡା। ବୟନଶିଳ୍ପରେ ସୂକ୍ଷ୍ମ କାରିଗରି ଓ ଉତ୍କୃଷ୍ଟ କଳା ନିପୁଣତା ପାଇଁ…

5 years ago

ଜାତୀୟ ହସ୍ତତନ୍ତ ଦିବସ: ବାନ୍ଧି ରଖିଛି ବାନ୍ଧକଳା

ଅଗଷ୍ଟ ୭, ଜାତୀୟ ହସ୍ତତନ୍ତ ଦିବସ। ଦେଶରେ ବୁଣାକାରଙ୍କ ଉନ୍ନୟନ ଲାଗି ୨୦୧୫ରୁ ଏହି ଦିବସ ପାଳିତ ହୋଇଆସୁଛି। ହସ୍ତତନ୍ତ, ବାନ୍ଧକଳା କେବଳ ପୁରୁଷଙ୍କ ପାଖରେ ସୀମିତ…

5 years ago

ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…

ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା…

5 years ago

ନିର୍ମାଣାଧୀନ ନାଳରେ ସ୍କୁଟି ସହ ଖସିପଡ଼ିଲେ ଯୁବକ, ଛାତିରେ ପଶିଗଲା ଲୁହାରଡ୍‌

ବ୍ରହ୍ମପୁର ଅଫିସ,୭ା୮: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ଓଭରବ୍ରିଜ ନିକଟରେ ଏକ ଅଘଟଣ ଘଟିଛି। ଅର୍ଦ୍ଧନିର୍ମିତ ନାଳର ଲୁହାରଡ୍‌ ଯୁବକଙ୍କ ବାମ ଛାତି ଭିତରେ…

5 years ago

ଆଜିଠୁ ଏସ୍‌ସିବିରେ ମିଳିବ ‘ଆହାର’

କଟକ ଅଫିସ, ୭ା୮: ଆହାର କେନ୍ଦ୍ର ଓ ହସ୍ପିଟାଲ କର୍ମଚାରୀମାନେ ବାରମ୍ବାର କରୋନା ଆକ୍ରାନ୍ତ ହେବାରୁ ପ୍ରାୟ ୪୦ଦିନ ଧରି କଟକ ସହରର ସମସ୍ତ ହସ୍ପିଟାଲରେ ଥିବା…

5 years ago

କୋଭିଡ୍‌ ମେଡିକାଲ, ସିସିସିର ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ

କଟକ ଅଫିସ,୭ା୮: ଗୁଜରାଟ୍‌ର ଅହମ୍ମଦାବାଦ୍‌ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ଜୀବନ ଯାଇଥିବାବେଳେ ପ୍ରାୟ ୫୦ଜଣ ଆହତ ହୋଇଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକର ଅଗ୍ନି ନିରାପତ୍ତାକୁ…

5 years ago

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨…

5 years ago

‘ଶ୍ରୀମନ୍ଦିରରେ ଅନ୍‌ଲାଇନ ଦର୍ଶନ ପାଇଁ ବିଚାରବିମର୍ଶ’

ପୁରୀ ଅଫିସ,୭ା୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା ଗ୍ରହଣ କରାଯିବ। ଏନେଇ ବିଚାର ବିମର୍ଶ ଚାଲିଛି। ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ପରେ ଭକ୍ତ ଶ୍ରୀମନ୍ଦିରକୁ…

5 years ago

ପ୍ରତ୍ୟୁଷାଙ୍କୁ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ୨୦୨୦ ମୁକୁଟ

ଅନୁଗୋଳ ଅଫିସ୍‌, ୭।୮ - ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ମଡେଲ-୨୦୨୦ର ମୁକୁଟ ବିଜୟିନୀ ହୋଇଛନ୍ତି। ଅନୁଗୋଳ କଲେଜ ଛକ ସ୍ଥିତ ଅଜିତ…

5 years ago