ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ…
ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ - କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି କରାଯିବ…
ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ ପ୍ରବଳ…
ଛତ୍ରପୁର,୮।୬(ଡି.ଏନ୍.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ କରିବା…
ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ…
ଚନ୍ଦ୍ରପୁର,୮।୬(ଡି.ଏନ୍.ଏ.) - ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ବୁଡ଼ିବାଲି ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ସ୍ବାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇ ୪ ବର୍ଷ…
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ…
ସାଲେପୁର, ୮।୬(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍ ଖାଁଙ୍କ ଘର କ୍ଷତିଗ୍ରସ୍ତ…
କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ…
କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ ସ୍ୟାଟ୍…