ବ୍ରହ୍ମପୁର ଅଫିସ ,୨ା୧୨: ନ୍ୟାୟ ପାଇଁ ବଧୂ ତପସ୍ବିନୀ ଦାଶ ଗଞ୍ଜାମ ଜିଲା ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶ୍ବଶୁର ଘର ଆଗରେ ୧୦ ଦିନ ଧରି ଧାରଣା ଦେଇଥିଲେ।…
ନିମାପଡ଼ା,୨।୧୨(ଡି.ଏନ୍.ଏ.): ନିମାପଡ଼ା ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ)ଙ୍କ କୋର୍ଟରେ ଗୁୁରୁବାର ଏକ ହତ୍ୟାକାଣ୍ଡ ଘଟଣାର ରାୟ ପ୍ରକାଶ ପାଇଛି। ଦୌରାଜଜ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି।…
ଦାରିଙ୍ଗବାଡି,୨।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ତାପମାତ୍ରା ୭ ଡିଗ୍ରୀକୁ ଖସି ଆସିଛି। ଯାହାକି…
ବଲାଙ୍ଗୀର ଅଫିସ, ୨।୧୨: ବଲାଙ୍ଗୀର ସହର ଦୁର୍ଗାମନ୍ଦିର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଇକ ଆରୋହୀଙ୍କୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ…
ଛତ୍ରପୁର,୨।୧୨(ଡି.ଏନ୍.ଏ.): ଆଗକୁ ଆସୁଛି ପୌରପାଳିକା ନିର୍ବାଚନ। ଏ ନେଇ ଛତ୍ରପୁର ସହରବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଏନଏସି ପକ୍ଷରୁ ୨୦୨୧/୨୨ ବର୍ଷ…
ଦାରିଙ୍ଗବାଡ଼ି,୨ା୧୨(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳୁ ଦାରିଙ୍ଗବାଡ଼ିରେ ସର୍ବନିମ୍ନ…
ଛତ୍ରପୁର,୨ା୧୨(ଡି.ଏନ୍.ଏ.): ପ୍ରସ୍ତାବିତ ମାଛଧରା ବନ୍ଦର ଓ ଛତ୍ରପୁର କଲେଜରେ ବିଭିନ୍ନ ପଦବୀ ପୂରଣ ସମ୍ପର୍କରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନସଭାରେ ପ୍ରଶ୍ନ କରିଛନ୍ତି ।…
ପାରଳାଖେମୁଣ୍ଡି,୨।୧୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୂର୍ବ ଶତ୍ରୁତାକୁ ନେଇ କାତିରେ ଆକ୍ରମଣ ଫଳରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର…
ଛତ୍ରପୁର,୨ା୧୨(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଜି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ବୈଠକ…
ସାରସକଣା,୨।୧୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରୁ ନିଖୋଜ ଥିବା ଜଣେ ଯୁବତୀଙ୍କୁ ଭୁବନେଶ୍ୱରର ତମାଣ୍ଡୋସ୍ଥିତ ଏକ ହୋଟେଲରୁ ମଙ୍ଗଳବାର ରାତିରେ ଉଦ୍ଧାର କରାଯାଇଛି। ଏହି ଘଟଣାରେ…