ଆମ ଜିଲା ଖବର

୬୨ ଲକ୍ଷ ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନି

ପଟ୍ଟାମୁଣ୍ଡାଇ,୨୨ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ଜୀବନରେଖା କୁହାଯାଉଥିବା ଉତିକଣ ବନ୍ୟା ବନ୍ଧ ରାସ୍ତା ନିର୍ମାଣରେ ୬୨ ଲକ୍ଷ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନାହିଁ ବୋଲି ଅଭିଯୋଗ ହେଉଛି।…

5 years ago

ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ…

5 years ago

ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି ଘଟଣାରେ…

5 years ago

ସମୁଦ୍ର ଜୁଆର ମାଡ଼ରେ ଲୁଣା ନଦୀବନ୍ଧରେ ଘାଇ

ମହାକାଳପଡ଼ା, ୨୨ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଲୁଣା ନଦୀ ବନ୍ଧର ଏକ ନମ୍ବର କ୍ରିକ୍‌ ନିକଟରେ କେତେଜଣ ଲୋକ ଜାଲ ବସାଇ…

5 years ago

ମା’ କୋଳକୁ ଫେରିଲା ହସ୍ପିଟାଲରୁ ଚୋରି ଶିଶୁ

ସୋନପୁର,୨୨।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଶନିବାର ସକମାଳେ ଚୋରି ହୋଇଥିବା ନବଜାତ ଶିଶୁକନ୍ୟା ରବିବାର ମିଳିଛି। ଜନ୍ମଦାତ୍ରୀ ସନ୍ତୋଷିନୀଙ୍କ ନିକଟରୁ ସେ ସ୍ତନ୍ୟପାନ କରିଛି। ଶିଶୁକୁ…

5 years ago

ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ଆଜି

ଫୁଲବାଣୀ ଅଫିସ/ଖଜୁରୀପଡ଼ା,୨୨।୧୧: କନ୍ଧମାଳ ଜିଲା ଗସ୍ତରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସୁଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ…

5 years ago

ଗୋବିନ୍ଦ ସାହୁଙ୍କ ହସ୍ତାକ୍ଷରର ହେବ ଯାଞ୍ଚ

ବଲାଙ୍ଗୀର ଅଫିସ, ୨୧।୧୧: ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଗୋବିନ୍ଦ ସାହୁଙ୍କ ହସ୍ତାକ୍ଷରରୁ ବଡ଼ ପ୍ରମାଣ ମିଳିପାରେ। ସନସାଇନ ସ୍କୁଲ ଓ ମହାଲିଙ୍ଗ କଲେଜର ବିଭିନ୍ନ…

5 years ago

ବାଘ ଛାଲ ଜବତ, ଜଣେ ଗିରଫ

ବାଉଁଶୁଣୀ/କଣ୍ଟାମାଳ,୨୧।୧୧(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ ପୁଣି ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜ ଘଣ୍ଟାପଡ଼ା ଅଞ୍ଚଳରୁ ଆଉ ଏକ ବାଘ ଛାଲ ଜବତ କରିଛି ସ୍ବତନ୍ତ୍ର ଟାସ୍କ…

5 years ago

ଶୌଚ ପାଇଁ ଯାଇ ଆଉ ଘରକୁ ଫେରିଲେନି ଯୁବକ

ସୁନ୍ଦରଗଡ଼,୨୧।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଉଜ୍ବଳପୁର ରେଞ୍ଜ ଅନ୍ତର୍ଗତ ବାଲିଶଙ୍କରା ବ୍ଲକ ରଷ୍ଟି ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ରଷ୍ଚି ଗ୍ରାମର ଜଣେ ଯୁବକ ଶୌଚ ପାଇଁ ଯାଉଥିବା…

5 years ago

ଗୋରୁ ବୋଝେଇ ଡାଲା ଅଟୋ ଜବତ

ଆରଡି,୨୧।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟରେ ଏକ ଗୋରୁ ବୋଝେଇ ଡାଲା ଅଟୋକୁ ରବିବାର ପୋଲିସ ଜବତ କରିଛି…

5 years ago