କୁଆଁରମୁଣ୍ଡା,୨୫।୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି…
ବଲାଙ୍ଗୀର ଅଫିସ,୨୫ା୧: ନେପାଳ ସୀମାକୁ ଲାଗିଥିବା ବିହାରରୁ ୩୦ଲକ୍ଷ ଟଙ୍କାର ଚୋରି ମୋବାଇଲ ଜବତ କରିବା ସହ ଏକ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍ର ୩ ଲୁଟେରାଙ୍କୁ ଗିରଫ…
ଝାରସୁଗୁଡ଼ା ଅଫିସ,୨୫ା୧: ଝାରସୁଗୁଡା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କିପରି ଶାନ୍ତିପୂର୍ଣ୍ଣ ଭାବେ ହେବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିଏମ୍ଏଫ୍…
ପୁରୀ/କଟକ ଅଫିସ,୨୫।୧: ପୁରୀର ୫ବର୍ଷୀୟା ଶିଶୁକନ୍ୟା ବଳାତ୍କାର ମାମଲାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତ ମହେଶ୍ୱର ମହାନ୍ତିଙ୍କୁ ପୋଲିସ ଗିରଫ କରିପାରିନାହିଁ। ଅଭିଯୁକ୍ତ ଫେରାର ଥିବା…
କେନ୍ଦ୍ରାପଡ଼ା ଅଫିସ, ୨୫ା୧: ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ। ତେବେ ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ମଧ୍ୟରୁ କାହାର ଫୋନ ସୁଇଚ ଅଫ ତ ଆଉ କିଏ…
ମହାକାଳପଡ଼ା ,୨୫ା୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ପେଟଛେଲା ପଞ୍ଚାୟତ ୧୪ ନଂ. ୱାର୍ଡ ଜ୍ୱାଇଁପଡ଼ା ଗାଁକୁ ସବୁଦିନିଆ ରାସ୍ତା ନାହିଁ। ଗ୍ରାମବାସୀ ବର୍ଷା…
ଝାରସୁଗୁଡ଼ା ଅଫିସ,୨୫।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ପ୍ରାର୍ଥୀମାନେ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କୁ କିଭଳି ପରାସ୍ତ କରିବେ ସେ ନେଇ ପ୍ରୟାସ…
ଜଗତ୍ସିଂହପୁର ଅଫିସ, ୨୫ା୧: ପଞ୍ଚାୟତ ନିର୍ବାଚନ ନେଇ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ପ୍ରାର୍ଥୀ ତାଲିକା ଘୋଷଣା ସରିଛି। ୨୫ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ…
ଯାଜପୁର ଟାଉନ,୨୫ା୧(ଡି.ଏନ.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଏକ ସର୍ବଦଳୀୟ ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅତିରିକ୍ତ ଜିଲାପାଳ…
ଯାଜପୁର ଅଫିସ/କଳିଙ୍ଗନଗର,୨୫ା୧: ଶିଳ୍ପ ଓ ଖଣି ଥିଲେ ବିକାଶର ଏକ ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ସମସ୍ତ ମୌଳିକ ସମସ୍ୟାର ସମାଧାନ ହେବ। ପାଠ ପଢୁୁଆ…