ଚମ୍ପୁଆ, ୨୬ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ହେଉଛି ଏକ କୃଷିବହୁଳ ଜିଲା। ଚମ୍ପୁଆରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି।…
ଚମ୍ପୁଆ,୨୬।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ମହେଶ୍ୱରପୁରଠାରେ ଥିବା ଉଠା ଜଳସେଚନ ପଏଣ୍ଟର ବିଜୁଳି ସଂଯୋଗ ବିଦ୍ୟୁତ୍ ବିଭାଗ କାଟିଦେବାପରେ ଏକର ଏକର…
ବାରିପଦା ଅଫିସ,୨୬ା୭(ରଞ୍ଜନ କୁମାର ପ୍ରଧାନ): ସବାଇ ଘାସରେ ପ୍ରସ୍ତୁତ ସୁନ୍ଦର ହସ୍ତକଳା ଓ ବିଭିନ୍ନ ଘରକରଣା ଜିନିଷର ଚାହିଦା ରହିଛି। ଫୁଲ ଚାଙ୍ଗୁଡ଼ି,ପାଛିଆ, ବ୍ୟାଗ୍ ସହିତ ବିଭିନ୍ନ…
ବାଲେଶ୍ୱର ଅଫିସ, ୨୬।୭: ଆସୁଛି ପାର୍ବଣ ଋତୁ। ପ୍ରଥମେ ଖୁଦୁରୁକୁଣୀ ପରେ ଗଣେଶ, ବିଶ୍ୱକର୍ମା, ଦୁର୍ଗାପୂଜା, ଗଜଲକ୍ଷ୍ମୀ, କାର୍ତ୍ତିକେଶ୍ୱର, ସରସ୍ବତୀ, ମନୀଷା ଦେବୀ, କାଳୀପୂଜା ଅନୁଷ୍ଠିତ ହେବ।…
ଆସିକା,୨୬ା୭ (ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସିକା ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ବିଶେଷ ଭାବେ ଦେଖାଦେଇଛି। ବ୍ଲକ୍, ତହସିଲ୍, ଥାନା,…
ପାଟଣାଗଡ଼, ୨୬ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ପ୍ରଶାସନ ବେଆଇନ ମୋରମ ଚୋରା ଚାଲାଣ ବେଳେ ୪ ଟ୍ରାକ୍ଟର, ଗୋଟିଏ ଜେସିବିକୁ ଜବତ କରିଛି। ସୋମବାର ତହସିଲ…
ବଇଣ୍ଡା, ୨୬ା୭(ଡି.ଏନ.ଏ.) ତାଙ୍କ ତୂଳୀରେ ରହିଛି ଯାଦୁ। ସ୍ପର୍ଶ ମାତ୍ରକେ ଚିତ୍ରସବୁ ଯେମିତି ହୋଇଉଠନ୍ତି ଜୀବନ୍ତ। ସ୍କୁଲରୁ ଆର୍ଟ କଲେଜ ଯାଏ ସେ ଆଙ୍କିଛନ୍ତି ଅନେକ ଚିତ୍ର। କେଉଁ…
ବସ୍ତା, ୨୬ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ୪ଦିନ ପୂର୍ବରୁ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଗ୍ରାମରେ ହାତୀପଲ ଉତ୍ପାତ କରିବା ସହିତ ବ୍ୟାପକ ନଷ୍ଟ…
ରାଇରଙ୍ଗପୁର,୨୫ା୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ ଜେଲ୍ରେ ଅଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିବା ବେଳେ ଜେଲ୍ କର୍ମଚାରୀଙ୍କୁ ଚକ୍ମା ଦେଖାଇ…
କାକଟପୁର,୨୫।୭(ଡି.ଏନ୍.ଏ): କାକଟୁପୁର ଥାନା ଅନ୍ତର୍ଗତ ଭଣ୍ଡିସାହିରେ ଚାଲିଥିବା ଏକ ଜୁଆଆଡ୍ଡାରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଥାନାକୁ ନେବାକୁ ବେଳେ…