ଆମ ଜିଲା ଖବର

ହୁ ହୁ ବଢ଼ି ଚାଲିଛି ତୈଳ ଦର, ନ କମିଲେ ୧୫ରେ ଓଡ଼ିଶା ବନ୍ଦ

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶନିବାର ବ୍ରହ୍ମପୁରରେ ବିଶାଳ ସମାବେଶ ହୋଇଥିଲା। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ ପୂର୍ତ୍ତି…

5 years ago

ଝରାଫୁଲଙ୍କ ମୃତ୍ୟୁ ମିଷ୍ଟ୍ରୀ: ବିରିୟାନି ଦୋକାନରେ କରିଥିଲେ ବାନ୍ତି, ଗେଷ୍ଟ ହାଉସ୍‌ର ରୁମ୍‌ ନଂ.୨୦୧ ସିଲ୍‌

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ ରସୁଲପୁର(ଡି.ଏନ.ଏ.),୩୧ା୧: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟଘେରରେ ରହିଛି। ତାଙ୍କ…

5 years ago

ବିକାଶ ଖୋଜୁଛି ବୁଦ୍ଧେଶ୍ୱର ପୀଠ

ଭୁବନ, ୩୧।୧(ଡି.ଏନ.ଏ.) ଇତିହାସ ଏବଂ କିମ୍ବଦନ୍ତୀକୁ ନେଇ ସମୃଦ୍ଧ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ମଧ୍ୟ ମିଳିଛି। ଅନୁଦାନ ଆସୁଛି। ଶ୍ରଦ୍ଧାଳୁ ଦେଉଛନ୍ତି ଲକ୍ଷାଧିକ ଟଙ୍କା ଦାନ। ହେଲେ ଅର୍ଥର ସଦ୍‌ବିନିଯୋଗ…

5 years ago

ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ…

5 years ago

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି ପ୍ରାଥମିକ…

5 years ago

ଦେଶ ସୀମା ଜଗିବେ ଭଉଣୀ ଭାଇ

ବରଗଡ଼ ଅଫିସ,୩୧।୧: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଟିହିକିପାଲି ଗ୍ରାମର ରାତ୍ର ବାରିକଙ୍କ ସାନ ଝିଅ ରଶ୍ମିତା ଓ  ପୁଅ ପ୍ରଭାତ ସୀମା ସୁରକ୍ଷା ବାହିନୀ…

5 years ago

୨ ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଜୁନାଗଡ଼,୩୦।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗଁା ନିକଟରେ ଶନିବାର ସନ୍ଧ୍ୟାରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ…

5 years ago

ଘରୁ ଚୋରି କରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବାମୀ…

5 years ago

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

5 years ago

ଥାନାରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ

କୋକସରା,୩୦।୧: ପରିବାରର ବିରୋଧ ସତ୍ତ୍ୱେ ଶେଷରେ ପ୍ରେମୀଯୁଗଳଙ୍କ ପ୍ରେମର ହୋଇଛି ବିଜୟ । କୋର୍ଟ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କୋକସରା ଥାନାରେ ଶୁକ୍ରବାର ଉଭୟଙ୍କ ବିବାହ…

5 years ago