ଆମ ଜିଲା ଖବର

ଦେହରେ ପିପିଇ କିଟ୍‌, ହାତ ପାଦ ଖୋଲା

କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ, ପରିଡ଼ାସାହି…

5 years ago

ପୁରୀ ଉପକୂଳରେ ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ କମୁଛି

ପୁରୀ ଅଫିସ,୨୩ା୭: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗ ଅନିୟମିତତା ଦ୍ୱାରା ବହୁ ଜଳଜୀବ ପ୍ରଭାବିତ ହେଉଛନ୍ତି। ବିଶେଷକରି ଏହାଦ୍ୱାରା ପୁରୀ ଉପକୂଳରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ…

5 years ago

ଖାଦ୍ୟର ମାନ ଉପରେ ଗୁରୁତ୍ୱ

ପୁରୀ ଅଫିସ,୨୩ା୭: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି) ଅନିଲ କୁମାର ସାମଲ ବୁଧବାର ପୁରୀ ଜିଲା କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସରେ ଆୟୋଜିତ ସମୀକ୍ଷା…

5 years ago

୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ

କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍‌ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍‌ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ ରେଳ…

5 years ago

ନିଷିଦ୍ଧାଞ୍ଚଳରେ କୋର୍ଟ ବନ୍ଦ ନିଷ୍ପତ୍ତି ନେବେ ଜିଲାଜଜ୍‌

କଟକ ଅଫିସ,୨୩ା୭: ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲା ଓ ରାଉରକେଲା ପୌରାଞ୍ଚଳରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଘୋଷଣା ହୋଇଛି। ପରେ ଅନ୍ୟ କିଛି ଜିଲାରେ…

5 years ago

ଭିମ୍‌ସାର ଡାକ୍ତରଙ୍କ ପଦୋନ୍ନତିକୁ ନେଇ ବିବାଦ

ସମ୍ବଲପୁର,୨୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ପ୍ରଫେସର ଓ ଆସୋସିଏଟ ପ୍ରଫେସର ପଦୋନ୍ନତିରେ ଚଞ୍ଚକତା…

5 years ago

ରାମିଆଳରେ ଲୀନହେବ କପିଳେଶ୍ୱର

କାମାକ୍ଷାନଗର, ୨୩।୭ (ସୁଧୀର କୁମାର ପରିଡ଼ା): ଇତିହାସର ସାଉଁଟା କାହାଣୀ କୁହେ ଐତିହାସିକ କୀର୍ତ୍ତିରାଜି। ଏହାକୁ ସଂରକ୍ଷଣ କରି ପର୍ଯ୍ୟଟନର ବିକାଶ କଥା ଚିନ୍ତା କରୁଛନ୍ତି ସରକାର। ଏଥିଲାଗି…

5 years ago

ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ…

5 years ago

ସଜେଇ ହେଉଛି ରାନୀ ବଖରୀ

ସମ୍ବଲପୁର, ୨୩ା୭(ବ୍ୟୁରୋ): ନବବଧୂ ଭଳି ସଜେଇ ହୋଇଛି ରାନୀ ବଖରୀ। ୩ ମହଲା ବିଶିଷ୍ଟ ଐତିହାସିକ ରାଜପ୍ରାସାଦରେ ମୋଟ ୧୫ଟି କୋଠରି ରହିଛି। ତଳେ ୭, ମଝିରେ…

5 years ago

ଠାରରେ ଖୋଜିଛନ୍ତି ଜୀବନ ଠିକଣା

ଭୁବନ, ୨୩।୭(ଡି.ଏନ.ଏ.)  କାନକୁ ଶୁଭୁନି, ହେଲେ ଭିଡିଓ ଦେଖି ଅବିକଳ ନାଚିପାରନ୍ତି। ଜନ୍ମରୁ ପାଟି ଫିଟୁନି ତଥାପି ଥରେ ତୂଳି ଧରିଲେ କଥାକୁହେ ତାଙ୍କ ହାତ ତିଆରି…

5 years ago