ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା…
ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ…
କୋରୁକୋଣ୍ଡା,୨୦।୭(ଡି.ଏନ.ଏ): କରୋନା କଟକଣା ଯୋଗୁ ବିଦ୍ୟାଳୟ କେବେ ଖୋଲିବ ତାହା ରାଜ୍ୟ ସରକାର ଏଯାଏ ସ୍ପଷ୍ଟ ଭାବେ ଘୋଷଣା କରି ନାହାନ୍ତି। ଏହି ସମୟରେ ମାଲକାନଗିରି ଜିଲାର…
ଚିତ୍ରକୋଣ୍ଡା,୨୦।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ଥିବା ୭ଟି ଦୋକାନ ଉପରେ ସୋମବାର ଚଢ଼ାଉ କରାଯାଇ ସିଲ୍ କରାଯାଇଛି। ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ନେତୃତ୍ୱରେ…
ମହାକାଳପଡ଼ା,୨୦।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତର ନିୟାମନ୍ତପୁର ଗ୍ରାମରେ ସୋମବାର ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୯ ପରିବାରର ୪୦ ବଖରା ଘର ସମ୍ପୂର୍ଣ୍ଣ…
ନବରଙ୍ଗପୁର,୨୦।୭(ବି.ପ୍ର.): ନବରଙ୍ଗପୁର ଜିଲାକୁ ମଙ୍ଗଳବାରଠାରୁ ୨ ଦିନ ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସୋମବାର ଜିଲାପାଳ ଡ.…
ଛତ୍ରପୁର,୨୦।୭( ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିସହ କରୋନା ମୁକାବିଲା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧା କରୋନା ଆକ୍ରାନ୍ତ ହେଉଛନ୍ତି। ସେମାନେ…
କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୮ଜଣ…
ଛତ୍ରପୁର, ୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ଆକ୍ରାନ୍ତଙ୍କ ମୃତ୍ୟୁକୁ ନେଇ…
ଜି.ଉଦୟଗିରି,୨୦ା୭: କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକର କାଲିଙ୍ଗା ପଞ୍ଚାୟତରୁ ୨ କରୋନା ଅକ୍ରାନ୍ତ ଚିହ୍ନଟ ହେବା ପରେ କାଲିଙ୍ଗା ପଞ୍ଚାୟତର ତାରାବାଡ଼ି ନଦୀସାହି ସମେତ ଆଖପାଖ ଗ୍ରାମକୁ…