ଆମ ଜିଲା ଖବର

ପାଳନ ହେଉନି କୋଭିଡ୍‌-୧୯ ନିୟମ

ପାରାଦୀପ,୧୭।୭(ସ୍ବ.ପ୍ର.): କରୋନା ଭୂତାଣୁ ଏବେ ହୁହୁ ହୋଇ ବଢ଼ିଚାଲିଛି। ଫଳରେ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଭୟ ବଢ଼ୁଛି। କିନ୍ତୁ ଏହାରି ଭିତରେ ପାରାଦୀପ ମାଛଧରା ବନ୍ଦରରେ…

5 years ago

ହାଇକୋର୍ଟରେ ରାଶନ ସାମଗ୍ରୀ ହଡ଼ପ ମାମଲା: ଗରିବଙ୍କୁ ଧନୀ ଦର୍ଶାଇ ସତ୍ୟପାଠ ଦାଖଲ

ଯାଜପୁର ଅଫିସ୍‌,୧୭।୭: ମାମଲାରୁ ବର୍ତ୍ତିବା ପାଇଁ ଗରିବ ଲୋକଙ୍କୁ ଧନୀ ଦର୍ଶାଇ ହାଇକୋର୍ଟରେ ମିଥ୍ୟା ସତ୍ୟପାଠ ଦାଖଲ କରାଯିବା ଭଳି ଏକ ସମ୍ବେଦନଶୀଳ ଘଟଣା ଯାଜପୁର ଜିଲା…

5 years ago

୧୧ ବର୍ଷ ତଳେ ରତ୍ନଭଣ୍ଡାରରୁ ଚୋରି ଚର୍ଚ୍ଚା

ପୁରୀ ଅଫିସ,୧୭।୭: ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ମହାପ୍ରଭୁଙ୍କ ବହୁ ଦୁର୍ମୂଲ୍ୟ ରତ୍ନଅଳଙ୍କାର ଚୋରି ହୋଇଛି। ୧୧ ବର୍ଷ ତଳେ ବରିଷ୍ଠ ଅଧିକାରୀ, ପୋଲିସ ଏବଂ ସେବାୟତଙ୍କ ମଧୁଚନ୍ଦ୍ରିକାରେ ଏହାକୁ…

5 years ago

କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ମାମଲା: ପରିବାର ଅନୁମତି ନେଇ ନାଁ ସାର୍ବଜନୀନ କରିହେବ

କଟକ ଅଫିସ,୧୭।୭: କରୋନା ଆକ୍ରାନ୍ତଙ୍କ ନାମ ପ୍ରଘଟ ଉପରେ କଟକଣା ଜାରି କରିବା ପାଇଁ ରୁଜୁ ହୋଇଥିବା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପରିବାର ବର୍ଗଙ୍କଠାରୁ…

5 years ago

ଥାନାରେ ନାବାଳିକାଙ୍କୁ ବଳାତ୍କାର ମାମଲା: ହାଇକୋର୍ଟରେ ଜାମିନ ଆବେଦନ କଲେ ପୂର୍ବତନ ଆଇଆଇସି

କଟକ ଅଫିସ,୧୭।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ ଅଭିଯୋଗରେ ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଗିରଫ…

5 years ago

ଆଜିଠୁ ଡୋନର ପଞ୍ଜୀକରଣ, ସ୍କ୍ରିନିଂ, କାଉନସେଲିଂ

କଟକ ଅଫିସ,୧୭।୭:ରାଜ୍ୟରେ ସଙ୍କଟାପନ୍ନ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବୁଧବାରଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି। ସଂଗୃହୀତ ହୋଇଥିବା ୮ ୟୁନିଟ୍‌ ପ୍ଲାଜ୍‌ମାରୁ ଗୋଟିଏ ପ୍ୟାକେଟ ଅଶ୍ୱିନୀ…

5 years ago

‘ସୌଭାଗ୍ୟ’ର ଭାଗ୍ୟ ବଦଳୁନି

ପାଟଣା,୧୭।୭(ସ୍ବ.ପ୍ର.)-ବଦଳୁନି ‘ସୌଭାଗ୍ୟ’ ଯୋଜନାରେ ଭାଗ୍ୟ। ଏହି ଯୋଜନାରେ ସାମିଲ ହୋଇ ୨୪ ପରିବାର ବିଜୁଳି ଆଲୁଅରୁ ବଞ୍ଚିତ ହୋଇଛନ୍ତି। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି…

5 years ago

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା…

5 years ago

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ…

5 years ago

୩୦ ପରିବାରକୁ ମିଳିଲା ବିଜୁଳି

ବଇଣ୍ଡା, ୧୭ା୭(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଜାମୁଖୋଳ ଗ୍ରାମରେ ବୁଧବାର ୩୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହାକୁ ନେଇ ସମ୍ପୃକ୍ତ ପରିବାର…

5 years ago