ଆମ ଜିଲା ଖବର

ଶଟ୍‌ଡାଉନ୍‌ରେ ଗଞ୍ଜାମ ପୋଲିସର କଡ଼ାକଡ଼ି ଯାଞ୍ଚ

ଗଞ୍ଜାମ, ୧୬।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଗଞ୍ଜାମ ଜିଲାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…

5 years ago

ଭଦ୍ରକ ଜିଲାରୁ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭଦ୍ରକ ଅଫିସ,୧୬।୭: ଭଦ୍ରକ ଜିଲାରେ ଗୁରୁବାର ପୁଣି ୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରୁ ୬ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ଜଣେ…

5 years ago

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ। ହେଲେ…

5 years ago

ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ତତ୍ପରତା

ପୁରୀ ଅଫିସ,୧୬ା୭: ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ସାମିଲ କରାଯାଇଛି।…

5 years ago

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ ଆସୁନି।…

5 years ago

ଶୋଷଣ ନୁହେଁ ସେବାରେ ବିଶ୍ୱାସକରେ

ବଅଁରପାଳ,୧୬ା୭(ଡି.ଏନ.ଏ.) ଅନେକ ମେକାନିକ ଅଛନ୍ତି ଯେଉଁମାନେ ଗ୍ରାହକଙ୍କଠାରୁ ଅଧିକ ଅର୍ଥ ନେବାରେ ଆଗ୍ରହ ରଖନ୍ତି। ସେମାନେ ଦାବି କରିଥିବା ଅର୍ଥ ପରିଶ୍ରମର ଉଚିତ ମୂଲ୍ୟ କି ନୁହେଁ ତାହା…

5 years ago

୨ କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳିନି

ଆଠମଲ୍ଲିକ, ୧୬ା୭(ଡି.ଏନ.ଏ.) ବୃଦ୍ଧା, ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗଙ୍କ ପାଇଁ ସରକାର ଯୋଗାଇ ଦେଉଥିବା ୨କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳୁନି। ୨୦୧୧ରୁ ୨୦୧୯ ମଧ୍ୟରେ…

5 years ago

ଯୋଡ଼ି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି

କଟକ ଅଫିସ,୧୬ା୭: ଯୋଡ଼ିି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି। ଏଭଳି ବିରଳ ଅସ୍ତ୍ରୋପଚାର ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଡାକ୍ତରମାନେ କରିଛନ୍ତି। ଫଳରେ ଅସ୍ତ୍ରୋପଚାରର ୧୧…

5 years ago

ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ…

5 years ago

ମିସ୍‌ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା

ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ମିସ୍‌ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ…

5 years ago