ଆମ ଜିଲା ଖବର

ଘରୁ ମୟୁର ଜବତ କଲା ବନ ବିଭାଗ

ଭବାନୀପାଟଣା,୧୫।୪: କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ କର୍ମଚାରୀ ଗୁରୁବାର କଲମପୁର ଅଞ୍ଚଳର ସନ୍ତୋଷ ଅଗ୍ରୱାଲଙ୍କ ଘରେ ଚଢାଉ କରି ଏକ ମୟୁର ଉଦ୍ଧାର କରାଯାଇଛି। ସନ୍ତୋଷ ମୟରୁକୁ…

5 years ago

ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩…

5 years ago

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ

ଭଦ୍ରକ ଅଫିସ,୧୫।୪: ମାସ୍କ ଚେକିଂ ବେଳେ ଗୁରୁବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ୩ ବ୍ରାଉନସୁଗାର ବେପାରୀ। ପୋଲିସ ଗିରଫ ବେପାରିଙ୍କଠାରୁ ୧୦ ଗ୍ରାମରୁ…

5 years ago

ବୈତରଣୀ ଉଜାଡ଼ି ଦେଲା ମା’ର କୋଳ

ଭଦ୍ରକ ଅଫିସ,୧୫।୪: ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଗୌରାଙ୍ଗପୁର ଗ୍ରାମରେ ଏଭଳି…

5 years ago

ଚିନ୍ତା ବଢ଼ାଉଛି ସଂକ୍ରମଣ: ଶ୍ରୀମନ୍ଦିର ସେବାରେ ଜଡ଼ିତ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୧୫।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ପୁରୀରେ ମଧ୍ୟ ଏହି ସଂଖ୍ୟା ବଢ଼ି ଚାଲିଛି। ଶ୍ରୀମନ୍ଦିର ସହ ବିଭିନ୍ନ…

5 years ago

ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ, ଦୁଇଦିନ ବ୍ୟାଙ୍କ ବନ୍ଦ

ପାଟଣା,୧୫।୪(ସ୍ବ.ପ୍ର.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପାଟଣା ବ୍ଲକ ତୁରୁମୁଙ୍ଗା ବଜାରସ୍ଥିତ ଏକ ବ୍ୟାଙ୍କର ଦୁଇ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍‌…

5 years ago

‘ମୋ ଝିଅ ଚିକିତ୍ସାରେ ଅବହେଳା କରାଯାଉଛି’

କଟକ ଅଫିସ,୧୫ା୪: କଟକ ଶିଶୁଭବନର ପେଡିଆଟ୍ରିକ୍‌ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍‌ରେ ଗତ ୪ଦିନ ହେବ ଚିକିତ୍ସିତ ହେଉଛି କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟା। ସେଠାରେ ଶିଶୁକନ୍ୟାକୁ ଉନ୍ନତ…

5 years ago

ଜୁନ୍‌ ୧୫ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ନିଷିଦ୍ଧ

ପାରାଦୀପ,୧୫ା୪(ସ୍ବ.ପ୍ର.): ମାଛବଂଶ ବୃଦ୍ଧି ନିମନ୍ତେ ଗୁରୁବାରଠାରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ଓଡ଼ିଶାର ସମୁଦ୍ରସୀମାରେ ମାଛଧରିବା ଉପରେ ପ୍ରଶାସନ ପକ୍ଷରୁ କଟାକଣା ଲଗାଯାଇଛି। ମାଛ ଧରିଲେ ଯାଆଁଳ ନଷ୍ଟ…

5 years ago

ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା

ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର ଜଣେ…

5 years ago

ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାସ୍କ, ହେଲ୍‌ମେଟ ଯାଞ୍ଚ

ଗଞ୍ଜାମ,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଆସିବା ପରଠାରୁ ପ୍ରଶାସନର ନିଦ ହଜିଯାଇଛି। ଏହାର ମୁକାବିଲା ନିମନ୍ତେ ଏବେ ଲୋକଙ୍କୁ ସଚେତନତା ହେବା ଜରୁରୀ ହୋଇପଡ଼ିଛି। ଜିଲା…

5 years ago