କଟକ ଅଫିସ, ୧୪।୪: ଏସ୍ସିବିରୁ ଫେରାର ଗ୍ୟାଙ୍ଗ୍ଷ୍ଟର ହାଇଦରଙ୍କ ସହଯୋଗୀ ୟାକୁବ ଖାନ୍ଙ୍କୁ ମଙ୍ଗଳବାର କମିଶନରେଟ ପୋଲିସ ୭ଦିନିଆ ରିମାଣ୍ଡରେ ନେଇଛି। ୟାକୁବ୍ ସୋମବାର ଚାଉଳିଆଗଞ୍ଜ ପୋଲିସ…
ଝାରସୁଗୁଡ଼ା ଅଫିସ,୧୪ା୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡାର ଏକ ବନ୍ଦ କୋଠରିରୁ ପୋଲିସ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେମାନେ ହେଲେ…
କେସିଙ୍ଗା,୧୩।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ଗୋଦାମର ବୁଦା ନିକଟରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗାଁର…
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି କରାଯାଇଛି।…
ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍ଷ୍ଟାଣ୍ଡର ବିକାଶ କରାଯିବ।…
ଛତ୍ରପୁର,୧୩।୪:(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜିଲାରୁ ୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାପ୍ରଶାସନ…
ପୁରୁଷୋତ୍ତମପୁର,୧୩।୪(ଡି.ଏନ୍.ଏ.):ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ତୃୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଚାଲିଛି। ରାତ୍ର ୧.୩୦ ରୁ ମନ୍ଦିର…
ପୁରୀ ଅଫିସ, ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩ ସେବାୟତ,…
ବ୍ରହ୍ମପୁର ଅଫିସ, ୧୩।୪: ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ବୁଧବାରଠୁ ୨୧ ତାରିଖ ଯାଏ ସବୁ ଧର୍ମାନୁଷ୍ଠାନ ବନ୍ଦ…
କଟକ ଅଫିସ, ୧୩।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର୍ ହାଇଦର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇ ଗତ ଶନିବାରଠାରୁ ଫେରାର୍ ହୋଇଯାଇଥିଲେ। ତାଙ୍କୁ ଧରିବା ପାଇଁ ଓଡିଶା…