କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ପ୍ରତାପ…
ପୁରୀ ଅଫିସ,୧୩।୧୦: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତ ଦର୍ଶନ କରିପାରିବେ ନାହିଁ। ଏହି ଦିନଗୁଡ଼ିକରେ ଶ୍ରୀମନ୍ଦିର ବନ୍ଦ ରହିବ। ଗୁରୁବାର ଛତିଶା ନିଯୋଗ…
କୋରାପୁଟ, ୧୪।୧୦(ସ୍ବ.ପ୍ର.): ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲମାନଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ ବୋଲି ଗୁରୁବାର ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ…
ରାୟଗଡ଼ା ଅଫିସ, ୧୪।୧୦: ଆରାଧ୍ୟା ଠାକୁରାଣୀ ମା’ ମଝିଘରିଆଣୀଙ୍କ ମହାନବମୀ ପୂଜା ବୁଧବାର ବିଳମ୍ବିତ ରାତ୍ରିରେ ଶେଷ ହୋଇଛି। ତହସିଲ ପ୍ରାଙ୍ଗଣରେ କରାଯାଇଥିବା ଅସ୍ଥାୟୀ ମଣ୍ଡପରେ ବିଧିବଦ୍ଧ…
ନୂଆଗାଁ,୧୪।୧୦(ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ସମ୍ପଡା ନୂଆସାହିଠାରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ପ୍ରାତଃଭ୍ରମଣରେ ଯାଉଥିବା ସମୟରେ ପିକ୍ଅପ୍ ଧକ୍କା ଦେବାରୁ ୨ ମହିଳାଙ୍କ…
ଢେଙ୍କାନାଳ ଅଫିସ,୧୪।୧୦: ଢେଙ୍କାନାଳ ସହରାଞ୍ଚଳସ୍ଥିତ ରଥଗଡ଼ା ଭାରତୀୟ ଜୀବନ ବୀମା ନିଗମ (ଏଲ୍ଆଇସି) କାର୍ଯ୍ୟାଳୟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏଲ୍ଆଇସି କାର୍ଯ୍ୟାଳୟରୁ ଆକ୍ସିସ ବ୍ୟାଙ୍କକୁ…
କଣ୍ଟାପଡ଼ା, ୧୪।୧୦(ଡି.ଏନ୍.ଏ.)- କଟକ ଜିଲା ଓଲଟପୁରସ୍ଥିତ ଏସ୍.ଭି.ନିର୍ତାର ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା ପ୍ରତିଷ୍ଠାନରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ଏକ ୱାର୍ଡ ପଛପଟେ…
ରାଉରକେଲା, ୧୪।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅନ୍ତର୍ଗତ ବିଶ୍ରା ମଣ୍ଡପ ନିକଟରେ ପୋଲିସ ଏନ୍କାଉଣ୍ଟରରେ ଦୁଇ ଅପରାଧୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା…
ବାରଙ୍ଗ,୧୪।୧୦(ଡି.ଏନ୍.ଏ.): କଟକ ଜିଲା ତ୍ରିଶୂଳିଆ ନରଣପୁର ବାଲିଘାଟ କୁଆଖାଇରୁ ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି। ମୃତକ ହେଲେ କୃଷ୍ଣଚନ୍ଦ୍ରପୁର ଗ୍ରାମର ବାଦଲ…
ରାୟଗଡ଼ା ଅଫିସ, ୧୪।୧୦: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦୁଲୁଣିଗୁଡ଼ାରେ ମୋରମ ଖୋଳିବାବେଳେ ଦୁର୍ଘଟଣା ଘଟିଛି। ଅତଡ଼ା ଧସି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ…