ଆମ ଜିଲା ଖବର

ରାଇସୁଆଁ, ଟଣ୍ଟୋ ଏୟାରଷ୍ଟ୍ରିପ୍‌କୁ ଅଣଦେଖା

କେନ୍ଦୁଝର,୧୨।୧୦(ସ୍ବ.ପ୍ର.)-ଖଣିଖାଦାନ ସମୃଦ୍ଧ କେନ୍ଦୁଝର ଜିଲାରେ ଥିବା ବହୁ ପୁରୁଣା ଦୁଇ ଏୟାରଷ୍ଟ୍ରିପ୍‌ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇରହିଛି। କେନ୍ଦ୍ର ସରକାର ଉଡାନ ଯୋଜନାରେ ରାଜ୍ୟର ବିଭିନ୍ନ ଏୟାରଷ୍ଟ୍ରିପ୍‌ର…

5 years ago

ଶ୍ରୀହୀନ ଶିଶୁ ଉଦ୍ୟାନ

ବାଲିଆପାଳ,୧୨।୧୦(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଇନ୍ଦିରା ଶିଶୁ ଉଦ୍ୟାନ ଏବେ ସୌନ୍ଦର୍ଯ୍ୟ ହରାଇ ବସିଛି। ପୂର୍ବଭଳି ଆଉ ସେଠାରେ ଗହଳି ଲାଗି…

5 years ago

ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ…

5 years ago

ସମୁଦ୍ରରେ ଭାସିଗଲା ହରିଣ

କୋଣାର୍କ,୧୧।୧୦(ଡି.ଏନ୍‌.ଏ.): କୋଣାର୍କସ୍ଥିତ ବାଲୁଖଣ୍ଡ ଅଭୟାରଣ୍ୟ ଜଙ୍ଗଲରୁ ସୋମବାର ଅପରାହ୍ନରେ ଏକ ହରିଣ ପାଣି ପିଇବା ପାଇଁ ସମୁଦ୍ରକୁ ଯାଇ ଭାସି ଯାଇଥିଲା। ସେଠାରେ ଉପସ୍ଥିତ ଲାଇଫ ଗାର୍ଡ…

5 years ago

କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଖୁସି ଖବର

ଝାରସୁଗୁଡ଼ା ଅଫିସ,୧୧ା୧୦: ଝାରସୁଗୁଡ଼ା ଜିଲାରେ କୋଭିଡ୍‌ରେ ଦୁଇ କରୋନା ଯୋଦ୍ଧା ଖବରଦାତା ଅମଜଦ୍‌ ବାଦଶାହା ଓ ଆଦିତ୍ୟ ସାହୁଙ୍କ ମୃତ୍ୟୁ ଘଟିଥିଲା। ସରକାରଙ୍କ ଘୋଷଣା ଅନୁଯାୟୀ ଉଭୟ…

5 years ago

ଫେସବୁକରେ ପ୍ରେମିକାଙ୍କ ଫଟୋ ଛାଡ଼ି ଗିରଫ ହେଲେ ବିବାହିତ

କୋକସରା,୧୧।୧୦(ଡି.ଏନ.ଏ): ନିଜ ଫେସବୁକ ଆକାଉଣ୍ଟରେ ଜଣେ ନାବାଳିକାଙ୍କ ସହ ନିଜ ଫଟୋକୁ ଏଡିଟ୍‌ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଜଣେ ବିବାହିତ ଯୁବକ। ପୋଷ୍ଟରେ ଯୁବକ…

5 years ago

ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌…

5 years ago

କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ…

5 years ago

୧.୨୯ କୋଟି ଲୁଟ୍‌: ଅଧଘଣ୍ଟାରେ ଲୁଟେରାଙ୍କୁ ଧରିଲା ପୋଲିସ

ଢେଙ୍କାନାଳ ଅଫିସ/ଆଠଗଡ଼,୧୧।୧୦(ଡି.ଏନ୍‌.ଏ.): ଏଟିଏମ୍‌ କ୍ୟାସ ଭ୍ୟାନରୁ ଟଙ୍କା ଲୁଟି କରି ଫେରାର ହେଉଥିବା ୩ ଲୁଟେରାଙ୍କୁ ପୋଲିସ ଘଟଣାର ଅଧଘଣ୍ଟା ମଧ୍ୟରେ ଧରିବାରେ ସଫଳ ହୋଇଛି। ଢେଙ୍କାନାଳ…

5 years ago

ମନ୍ଦିରରେ ଚାଲିଥିଲା ଭଜନ, ଡାକିନେଇ ବଳାତ୍କାର

ବନ୍ତ,୧୧।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସୁଆଁପଦା ଗ୍ରାମର…

5 years ago