ଆମ ଜିଲା ଖବର

ଦୁର୍ଘଟଣାରେ ଚାଲିଗଲା ବାପ, ଝିଅଙ୍କ ଜୀବନ

ବାଲିଗୁଡା,୬।୭(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଜକିକିଆ ନିକଟ ୫୯ନଂ. ଜାତୀୟ ରାଜପଥରେ ସୋମବାର ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକରେ ବସିଥିବା ବାପ,…

6 years ago

୩୧ଯାଏ ଖୋର୍ଦ୍ଧା ସହରର ପ୍ରମୁଖ ରାସ୍ତା, ଛକ ସିଲ

ଖୋର୍ଦ୍ଧା ଅଫିସ,୬ା୭ : ରାଜ୍ୟରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ରହିଛି। ଅନ୍ୟପଟେ କେତେଜଣ ଅମାନିଆ ବିନା ମାସ୍କରେ ବୁଲୁଥିବା…

6 years ago

ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ମନା

ଖୋର୍ଦ୍ଧା ଅଫିସ,୬ା୭: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ଆସିବାକୁ ମନା ହୋଇଛି। ଏ ନେଇ କାର୍ଯ୍ୟାଳୟ ଆଗରେ ନୋଟିସ ଲାଗିଛି। କୋଭିଡ-୧୯ ସଂକ୍ରମଣକୁ ଏଡାଇବା ଲାଗି…

6 years ago

ବେନ୍ଦାଳିଆରେ ଚାଷୀ କରୋନା ସଂକ୍ରମିତ: ଘର କାନ୍ଥରେ ଲାଗିଲା କୋଭିଡ଼-୧୯ ସମ୍ପର୍କିତ ପେପର

ବ୍ରହ୍ମପୁର ଅଫିସି,୬।୭: ଗଞ୍ଜାମ ଜିଲା କୁକୁଡଡାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠୀ ପଞ୍ଚାୟତର ବେନ୍ଦାଳିଆ ଗ୍ରାମର ଜଣେ ଚାଷୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଘଟଣା ଜଣାପଡ଼ିବା ପରେ ସୋମବାର…

6 years ago

ଗୋଡ଼ାଇ ଗୋଡ଼ାଇ ଲୁହାଛଡ଼ରେ ଆକ୍ରମଣ ମାମଲା: ଅଭିଯୁକ୍ତ ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗ୍ରାମର ନିରାକାର ପ୍ରଧାନ ଏବଂ ହରି ପ୍ରଧାନ ଦୁଇ ଭାଇଙ୍କୁ ସୋମବାର କେ. ନୂଆଗାଁ ଥାନା ପୋଲିସ ଗିରଫ…

6 years ago

ଦ୍ୱିତୀୟ ସ୍ତ୍ରୀଙ୍କ ସହ ମିଶି ପ୍ରଥମ ସ୍ତ୍ରୀଙ୍କୁ ମାରିବାକୁ ଚାହୁଁଥିଲେ ସ୍ବାମୀ: ଜାଣି ପାରି ବାପାଙ୍କୁ ହତ୍ୟା କଲା ପୁଅ

ଆର.ଉଦୟଗିରି,୬।୭(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପେଜପାଣି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବଡ଼…

6 years ago

ଗଞ୍ଜାମ ଜିଲାକୁ ଭୋଜି ଖାଇବାକୁ ଯାଇ ଦମ୍ପତି କରୋନା ଆକ୍ରାନ୍ତ: ପିଣ୍ଡିକି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଆର.ଉଦୟଗିରି,୬।୭(ଡି.ଏନ୍‌.ଏ.): ଗଜପତି ଜିଲାର ମୋହନା ବ୍ଲକ ପିଣ୍ଡିକି ଗ୍ରାମର ଏକ ଦମ୍ପତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ପରେ ଗ୍ରାମକୁ ୭ ଦିନ ଲାଗି କଣ୍ଟେନମେଣ୍ଟ ଜୋନ…

6 years ago

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍‌…

6 years ago

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଜେଲ୍‌ ଗଲେ ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝି

ସୁନ୍ଦରଗଡ଼,୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କୁ ସୋମବାର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭପାତ ଘଟଣାରେ ମାଝିଙ୍କୁ…

6 years ago

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ…

6 years ago