ଆମ ଜିଲା ଖବର

ବରଗଡ଼ ଜିଲାରେ ପୁଣି ୨୧ କରୋନା ପଜିଟିଭ୍‌: ୧୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର କଣ୍ଟେନ୍‌ମେଣ୍ଟ ଜୋନ୍‌ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେହିପରି…

6 years ago

କଙ୍କଡ଼ା କିଣିବାକୁ ଅସମ୍ଭାଳ ଭିଡ଼: ରହୁନି ସାମାଜିକ ଦୂରତା

ଗଞ୍ଜାମ,୩ା୭(ଡି.ଏନ୍‌.ଏ.): ବର୍ତ୍ତମାନ ଗଞ୍ଜାମ ଜିଲାରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଏଭଳି ପରିସ୍ଥିତିରେ ପ୍ରଶାସନର ନିଦ ହଜିଗଲାଣି। ଏଥିପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବାରମ୍ବାର…

6 years ago

ସିଏମ୍‌ସି ଅଫିସ୍‌କୁ ସର୍ବସାଧାରଣ ମନା

କଟକ ଅଫିସ,୩।୭: କଟକ ମହାନଗର ନିଗମ (ସିଏମ୍‌ସି) କାର୍ଯ୍ୟାଳୟକୁ ସାଧାରଣ ନାଗରିକଙ୍କୁ ପ୍ରବେଶ ନିଷେଧ କରାଯାଇଛି। ଆସନ୍ତା ୧୫ଦିନ ପର୍ଯ୍ୟନ୍ତ ବିଜୁଭବନ ଓ ବିକାଶ ଭବନକୁ ଯିବା…

6 years ago

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

6 years ago

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୩ା୭: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,…

6 years ago

ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା

ବରୀ,୩ା୭(ଡି.ଏନ୍‌.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ…

6 years ago

ଅଧରପଣା: ପୂର୍ବେ ହେଉଥିଲା ୧୨ ହାଣ୍ଡି

ପୁରୀ ଅଫିସ,୩।୭: ପ୍ରତିବର୍ଷ ହେଉଥିବା ରଥଯାତ୍ରା ଅପେକ୍ଷା ଏଥର ଘୋଷଯାତ୍ରା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଏଥର ରଥଯାତ୍ରା ହେବ ନା ନାହିଁ ତାକୁ…

6 years ago

ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା ହାଣ୍ଡି…

6 years ago

ରୋଗ ବାଣ୍ଟି ଚିକିତ୍ସାରେ ଶୋଷଣ

ଯାଜପୁର ଅଫିସ,୩।୭:ଯାଜପୁର ଜିଲା କଳିଙ୍ଗନଗରରେ ଶିଳ୍ପ କାରଖାନା ଯୋଗୁ ବିସ୍ଥାପିତ ଓ ପ୍ରଭାବିତ ଲୋକମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଡୁବୁରୀ ଛକ ନିକଟରେ ୨୦୧୫ ଅଗଷ୍ଟରେ ଟାଟା…

6 years ago

ଲଦାପଦର ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ: ଖସିଗଲେ କ୍ୟାଡର ମାଓବାଦୀ

ଫୁଲବାଣୀ ଅଫିସ, ୩ା୭- କନ୍ଧମାଳ ଜିଲା ପୋଲିସ ପକ୍ଷରୁ କୋମ୍ବିଂ ବେଳେ ଫିରିଙ୍ଗିଆ ଥାନା ସୁମେରବନ୍ଧ ପଞ୍ଚାୟତ ଲଦାପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି।…

6 years ago