ଜଳେଶ୍ୱର, ୨୮।୯(ଡି.ଏନ.ଏ.)-ଚଳିତବର୍ଷ ସୁବର୍ଣ୍ଣରେଖା ନଦୀରେ ୩ଥର ବନ୍ୟାପାଣି ଆସି ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଭୂତ କ୍ଷତି ଘଟିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଥିବା ସୁବର୍ଣ୍ଣରେଖା ନଦୀବନ୍ଧର ୩ଟି…
ବାସୁଦେବପୁର,୨୮।୯(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ହେଉଛି ସଂଗ୍ରାମର ମାଟି। ୧୯୪୨ ଭାରତଛାଡ଼ ଆନ୍ଦୋଳନ ସମୟରେ ବାସୁଦେବପୁର, ଇରମ ଓ ନଦୀଘେରଦ ଅଞ୍ଚଳର ସଂଗ୍ରାମୀମାନେ ନେତୃତ୍ୱ ନେଇଥିଲେ। ଇଂରେଜ ସରକାରଙ୍କ…
ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)। ପୋଲିସ…
କଟକ ଅଫିସ,୨୮ା୯: ଖ୍ରୀଷ୍ଟ କଲେଜ ଛାତ୍ର ମୃତ୍ୟୁ ଘଟଣାର ପୋଲିସ ସୋମବାର ପର୍ଦ୍ଧାଫାଶ କରିଛି। ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତ୍ୟୁ ଘଟଣାରେ ଜଗତପୁର ପୋଲିସ ୨ ଜଣଙ୍କୁ…
ସମ୍ବଲପୁର,୨୭ା୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କୁସାମୁରା ବଡମାଲ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ୩ଜଣଙ୍କ ଅକାଳ ମୃତ୍ୟୁ ଘଟିଛି। ସେମାନେ ହେଲେ…
ଝାରସୁଗୁଡା ଅଫିସ୍/ବ୍ରଜରାଜନଗର,୨୭।୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ପୋଲିସ ସୋମବାର ଏକ ଜୁଆଆଡ୍ଡା ଉପରେ ଚଢାଉ କରି ୯ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରମେଶ…
ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…
ସୁନ୍ଦରଗଡ଼,୨୭।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ସଦର ଥାନା ଅଧୀନ ବାଉରୀମୁଣ୍ଡା ଜୁନାଡିହି ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଅନୈତିକ ପ୍ରେମ…
ଗଞ୍ଜାମ,୨୭।୯(ଡିଏନ୍.ଏ.): ଗଞ୍ଜାମରେ ଭାରତ ବନ୍ଦପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳୁ ଗଞ୍ଜାମ ବ୍ଲକ ସିପିଏମ୍ ପକ୍ଷରୁ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟଙ୍କ ନେତୃତ୍ୱରେ ୧୬ ନମ୍ବର ଜାତୀୟ…
ଗଞ୍ଜାମ,୨୭।୯(ଡିଏନ୍.ଏ.): ଗଞ୍ଜାମ ଥାନା ନୂଆଗାଁସ୍ଥିତ ସମୁଦ୍ର କୂଳରେ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ଭାସୁଥିବା ଦେଖିବାକୁ ମିଳିଛି । ତେବେ ତାଙ୍କ ପରିଚୟ ମିଳିପାରି ନାହିଁ। ଏହା…