ଆମ ଜିଲା ଖବର

ପୁରୁଷୋତ୍ତମପୁରରେ ବିଭିନ୍ନ ବଜାର, ବସ୍‌ଷ୍ଟାଣ୍ଡକୁ ସିଲ କଲା ଏନ୍‌ଏସି ପ୍ରଶାସନ

ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଗୁରୁବାର ବିଭିନ୍ନ ବଜାରକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି।…

6 years ago

ସାହାରପଡା ବ୍ଲକରେ ଆଉ ୨ ନୂଆ ପଜିଟିଭ ଚିହ୍ନଟ: ୫ ଦିନ ଯାଏଁ ମାଛଗଡ଼ ପଞ୍ଚାୟତ ଶଟ୍‌ଡାଉନ

ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତରେ ଗୁରୁବାର ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସାହାରପଡା ବ୍ଲକରେ ପଜିଟିଭ ସଂଖ୍ୟା…

6 years ago

ଏଏସ୍‌‌ଆଇ ପକ୍ଷରୁ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୫।୬: ଏଏସ୍‌‌ଆଇ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିର ଯାଞ୍ଚ କରାଯାଉଛି। ଡାକ୍ତର ଏନ୍‌.ସି. ପାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଏହି ଯାଞ୍ଚ କରୁଛନ୍ତି। ବିଶେଷକରି ଗର୍ଭଗୃହର ସ୍ଥିତି…

6 years ago

ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ ୨୫।୬: ବାଲେଶ୍ୱର ରେଳଷ୍ଟେସନ ନିକଟସ୍ଥ ଅଙ୍ଗାରଗଡିଆ ଗେଟ୍‌ ରେଳବାଇର ଏକ ବ୍ରିଜ୍‌ କାମ ବେଳେ ଅଘଟଣ। ଗୁରୁବାର ସକାଳେ ଏକ ସ୍ଲାବକୁ ଟ୍ରାକ୍ଟରଟି ନେଇକି…

6 years ago

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାହାଘର

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୫ା୬ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ତେଲେନପାଲିରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ତେଲେନପାଲି ସରପଞ୍ଚ କୁନ୍ତଳା…

6 years ago

ଆଜିଠୁ ଭକ୍ତ ପାଇବେ ମହାପ୍ରସାଦ

ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ…

6 years ago

ଶ୍ରୀଦେବୀଙ୍କୁ ମହାପ୍ରଭୁ ଦେଇଯାନ୍ତି କଳମ ଶାଗ

ପୁରୀ ଅଫିସ,୨୫ା୬: ଘୋଷଯାତ୍ରାରେ ବାହାରିଥିବା ଦାରୁଦିଅଁ ଏବେ ଆଡ଼ପ ମଣ୍ଡପରେ। ଏପଟେ ଶ୍ରୀମନ୍ଦିର ଖଁା ଖଁା। ଏମିତି ବି ୩ ମାସରୁ ଊର୍ଦ୍ଧ୍ୱ ହେଲାଣି କରୋନା ପାଇଁ…

6 years ago

କୋଣାର୍କରେ ପ୍ରଥମଥର ୪ ପଜିଟିଭ୍‌

କୋଣାର୍କ,୨୫ା୬(ଡି.ଏନ୍‌.ଏ): କୋଣାର୍କରେ ପ୍ରଥମଥର ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। କୋଣାର୍କ ଏନଏସିରେ ୩ଜଣ ଓ ଏହି ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତ ମାଙ୍କରଗୋରଡି ଗ୍ରାମର ୧ଜଣ…

6 years ago

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣା: ୧୦ ଅଧିକାରୀ, ୩ ସରପଞ୍ଚଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ ଅଧିକାରୀ…

6 years ago

ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ…

6 years ago