ଆମ ଜିଲା ଖବର

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ ପତ୍ର…

6 years ago

ସଙ୍ଗରୋଧ କେନ୍ଦ୍ରରେ ପ୍ରେମୀଯୁଗଳଙ୍କ ବିବାହ

କୋକସରା,୨୨।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗାଁର ଯୁବକ ରାଜାରାମ ଠାକୁର (୨୫) ଓ ସେହି ଗାଁର ଜଣେ ଯୁବତୀ ଦୁତିଆ ହରିଜନ (୨୪) ସଙ୍ଗରୋଧ କେନ୍ଦ୍ରରେ…

6 years ago

ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ: ଗଜପତି

ପୁରୀ ଅଫିସ,୨୨।୬: ପୁରୀ ରଥଯାତ୍ରାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଅନୁମତି ପରେ ପୁରୀ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ ବୋଲି…

6 years ago

ନିର୍ଭୟରେ ବିନା ମାସ୍କରେ ବୁଲୁଝନ୍ତି ଲୋକେ: ଯାଞ୍ଚ ବେଳେ ଗଣୁଛନ୍ତି ତଣ୍ଡ

କୋରୁକୋଣ୍ଡା୨୨।୬(ଡି.ଏନ୍‌.ଏ): ଦେଶରେ ଅନଲକ୍‌ ୧ ଚାଲୁଥିବା ବେଳେ ସାମାଜିକ ଦୂରତ୍ୱ ବଜାଇରଖିବା ଓ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ, କୋରୁକୋଣ୍ଡା…

6 years ago

ଭୂମିକମ୍ପରେ ଥରିଲା ରାୟଗଡା

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ରାୟଗଡା ଜିଲାର କାଶୀପୁର ଅଞ୍ଚଳରେ ସୋମବାର ଭମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୩.୬ ଥିବା ଆକଳନ କରାଯାଇଛି। https://twitter.com/ANI/status/1275050838948372481 କିଛି ସମୟ ପାଇଁ ଜିଲାର…

6 years ago

ଶ୍ରୀଗୁଣ୍ଡିଚା ଯାତ୍ରା: ସକାଳ ୭ରୁ ପହଣ୍ଡି, ମଧ୍ୟାହ୍ନ ୧୨ରୁ ରଥଟଣା

ପୁରୀ ଅଫିସ,୨୨।୬: ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ୩ ରଥରେ ବିଜେ କରି ମାଉସୀ ମା’ଙ୍କ ମନ୍ଦିର ଯାତ୍ରା କରିବେ ଦାରୁଦିଅଁ। ଏ ନେଇ ଯୁଦ୍ଧ…

6 years ago

ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ସଦସ୍ୟ ଗିରଫ; ବିଭିନ୍ନ ମାରଣାସ୍ତ୍ର ଜବତ

କଣ୍ଟାପଡା,୨୨।୬(ଡି.ଏନ୍‌.ଏ.)-କଟକ ଜିଲା କଣ୍ଟାପଡାସ୍ଥିତ ବଟଗୋସେଇଁ ଗାଦୀ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ରବିବାର ଡକାୟତି ପାଇଁ ଯୋଜନା କରୁଥିବାବେଳେ ଓଲଟପୁର ପୋଲିସ ଚଢ଼ାଉ କରି ଆନ୍ତଃଜିଲା…

6 years ago

ରଥଯାତ୍ରା ନେଇ ପୁରୀ ଶଟ୍‌ଡାଉନ୍‌ : ସୋମବାର ରାତି ୯ରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ରହିବ ବଳବତ୍ତର

ପୁରୀ ଅଫିସ,୨୨।୬: ରଥଯାତ୍ରା ନେଇ ପୁରୀ ଜିଲାକୁ ‌ ଶଟ୍‌ଡାଉନ୍ ଘୋଷଣା କରାଯାଇଛି। ସୋମବାର ରାତି ୯ରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିବା…

6 years ago

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହି ଶ୍ୱଶୂର ଘରକୁ ପଳାଇଲେ ଜ୍ୱାଇଁ: ପରେ ଚିହ୍ନଟ ହେଲେ ପଜିଟିଭ୍‌

ଡେରାବିଶ,୨୨ା୬(ସ୍ବ.ପ୍ର.) ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳର ଜଣେ କରୋନା ଆକ୍ରାନ୍ତ ଡେରାବିଶ ବ୍ଲକ ଅଧୀନ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟକଣ୍ଡିଆ ଗ୍ରାମରୁ ଶନିବାର ଚିହ୍ନଟ ହୋଇଛନ୍ତି। ଏ…

6 years ago

ସୁନ୍ଦରଗଡ଼ରେ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଲା

ସୁନ୍ଦରଗଡ଼,୨୧।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ସୋମବାର ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ୧୨ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି। ଏ…

6 years ago