ପୁରୀ ଅଫିସ,୨୨।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ରଖିବା ଲାଗି ଶୁକ୍ରବାର ସୁପ୍ରିମ୍କୋର୍ଟ ରାୟ ଦେଇଥିଲେ।…
ଅନୁଗୋଳ ଅଫିସ, ୨୨।୬ (ଅମିତ କୁମାର ସାମଲ) : କେମିତି ମପାଯାଏ ଦିନର ତାପମାତ୍ରା। କିପରି ଠିକ୍ ଆକଳନ କରାଯାଏ ଖରା, ବର୍ଷା ଓ ଶୀତର। ପାଣିପାଗ ବିଭାଗର…
ପୁରୀ ଅଫିସ,୨୨।୬: ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବ ନାହିଁ ରଥ। ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟକୁ ରାଜ୍ୟ ସରକାର ସ୍ବାଗତ କରିଛନ୍ତି। ହେଲେ ଏହାକୁ…
ଢେଙ୍କାନାଳ ଅଫିସ, ୨୨।୬: ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ କଳିଙ୍ଗ ସମବାୟ ସୂତାକଳ ୧୮ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। ପରିଚାଳନା ଅଭାବରୁ ଏହା ଏବେ ଭୂତକୋଠିରେ ପରିଣତ…
ଢେଙ୍କାନାଳ ଅଫିସ, ୨୨।୬-ଗୋଟିଏ କୋଠରିରେ ହାତୀ, ଅନ୍ୟ କୋଠରିରେ ପରିବାରର ୭ ପ୍ରାଣୀ। ମୃତ୍ୟୁ ସହ ମୁହାଁମୁହିଁ। ଜୀବନ ବଞ୍ଚାଇବାକୁ ଦେଢ଼ଘଣ୍ଟାର ସଂଘର୍ଷ। ଶେଷରେ ବନ ବିଭାଗ…
କୁଆମରା,୨୨ା୬(ଡି.ଏନ୍.ଏ.)- ଲଦାଖରେ ଚାଇନା ସେନାର ଅତର୍କିତ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏଥିରେ ମୟୂରଭଞ୍ଜ ରାଇରଙ୍ଗପୁରର ନନ୍ଦୁରାମ ସୋରେନ ଓ କନ୍ଧମାଳ ରାଇକିଆର ଚନ୍ଦ୍ରକାନ୍ତ…
ରାଇରଙ୍ଗପୁର,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ବୁଢ଼ିଝରଣ ଗ୍ରାମର ଜଣେ ଯୁବକ ରବିବାର ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ହେଲେ କାନ୍ଦ୍ରା…
ବାଙ୍ଗିରିପୋଷି,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ପତଞ୍ଜଳି ଯୋଗ ପୀଠ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ପ୍ରଶିକ୍ଷକ ମନୋରଞ୍ଜନ ବେହରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହା…
ଭଣ୍ଡାରିପୋଖରୀ, ୨୨ା୬(ଡି.ଏନ.ଏ.)-ଏମିତି ରାସ୍ତା ରହିଛି ଯେଉଁଠି ପାଦରେ ଚପଲ ପିନ୍ଧି ଯିବା ଅସମ୍ଭବ। ଲୋକେ ହାତରେ ଜୋତା ଧରି କାନ୍ଧରେ ସାଇକେଲ ପକାଇ ଘରୁ ବାହାରିଥାନ୍ତି। ୩ଶହ…
କାମାକ୍ଷାନଗର, ୨୨।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିବା ଏକ ରାଜପଥ ଲୁଟେରା ଗ୍ୟାଙ୍ଗର ୪ ସଦସ୍ୟ ପୋଲିସ ହାତରେ ଧରାପଡ଼ିଛନ୍ତି। ସେମାନେ ହେଲେ…