ଦିନକୁ ଦିନ ଲାଲ୍ ଭେଣ୍ଡିର ଚାହିଦା ବଢ଼ି ଚାଲିଛି। ଏହି କିସମ ଭେଣ୍ଡିରେ ପ୍ରଚୁର ପରିମାଣରେ ରୋଗ ପ୍ରତିରୋଧକ ଶକ୍ତି ରହିଛି। ସେଥିପାଇଁ ରାଜ୍ୟ ବାହାରେ ଏହି…
ପାଟଣା,୧୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଲଗାଣ ବର୍ଷା ଫଳରେ ବିଭିନ୍ନ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ସାହାରପଡ଼ା ବ୍ଲକ…
କେନ୍ଦ୍ରାପଡ଼ା ଅଫିସ, ୧୫ା୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ଅବବାହିକାରେ ଥିବା ଭିତରକନିକାର ଜୈବ ବିବିଧତା ବିଶ୍ୱ ପ୍ରସିଦ୍ଧ। ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ପ୍ରଜନନ ସ୍ଥଳ,…
ବ୍ରହ୍ମପୁର ଅଫିସ,୧୫ା୯:ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଦ୍ୟୁତ ବିଭ୍ରାଟ ଯୋଗୁ ମଙ୍ଗଳବାର କ୍ୟାନସର ୱାର୍ଡ଼ ଆଉଟ୍ଡୋରରେ ମୋବାଇଲ ଲାଇଟ୍ରେ ରୋଗୀ ସେବା କରାଯାଇଛି।…
କଟକ ଅଫିସ,୧୫ା୯:୮ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରିବାକୁ କଟକ ବାଲୁବଜାର ପୂଜା କମିଟି ସମ୍ପାଦକ ରମେଶ ଚନ୍ଦ୍ର ବେହେରା ମଙ୍ଗଳବାର ହାଇକୋର୍ଟରେ ମାମଲା ଦାଏର କରିଛନ୍ତି।…
ନିରାକାରପୁର,୧୫।୯ (ଡି.ଏନ୍.ଏ.):ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ା ଗ୍ରାମରେ ଜଳସେଚନ ବିଭାଗ ରାଜୁଆ ସବ୍ଡିଭିଜନର ଉପନିର୍ବାହୀ ଯନ୍ତ୍ରୀ ଅକ୍ଷୟ କୁମାର ବେହେରା ଓ କନିଷ୍ଠ ଯନ୍ତ୍ରୀ ଶିଶିର…
ବଅଁରପାଳ,୧୫ା୯(ଡି.ଏନ.ଏ.) - ପ୍ରତିବର୍ଷ ସୃଷ୍ଟି ହେଉଛି ସମାନ ସମସ୍ୟା। ଜାତୀୟ ରାଜପଥରେ ହେଉଥିବା ବଡ଼ ବଡ଼ ଖାଲ ଅସୁବିଧାରେ ପକାଉଛି ଗାଡ଼ି ଚାଳକଙ୍କୁ। ଅନେକ ସମୟରେ ଦୁର୍ଘଟଣା…
ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ…
କୁଆମରା, ୧୫।୯(ଡି.ଏନ.ଏ.)-କ୍ରମାଗତ ତିନି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ନଦୀର ବନ୍ୟାଜଳ ବୃଦ୍ଧି…
ଭୋଗରାଇ,୧୫।୯(ଡି.ଏନ.ଏ.)- ପଶ୍ଚିମବଙ୍ଗର ଦାଦାଗିରିକୁ ମୁହଁତୋଡ଼ ଜବାବ ଦେଇଛନ୍ତି ଓଡ଼ିଶା ସରକାର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ବେଳାଭୂମିକୁ କୌଶଳକ୍ରମେ ଦଖଲ ଉଦ୍ୟମକୁ ପଣ୍ଡ କରିଛନ୍ତି…