ଆମ ଜିଲା ଖବର

ଗଞ୍ଜାମ ଜିଲାପାଳଙ୍କ ଅଚାନକ ପୁରୁଷୋତ୍ତମପୁର ଗସ୍ତ: ନିର୍ମାଣାଧୀନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରର ଅନିୟମିତତା ନେଇ କଲେ ଦାଗିଦ୍‌

ପୁରୁଷୋତ୍ତମପୁର,୧୯ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଅଚାନକ ପୁରୁଷୋତ୍ତମପୁର ଗସ୍ତରେ ଆସି ଏନ୍‌ଏସି ପକ୍ଷରୁ ବର୍ଜବସ୍ତୁ ପରିଚାଳନା କେନ୍ଦ୍ର (ଏମ୍‌ସିସି ଓ ଏମ୍‌ଆର୍‌ଏଫ୍‌)ର…

6 years ago

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ୍‌ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲା ଗୋସାଇଁନୂଆଗାଁ ହିଲ୍‌ପଟଣାସ୍ଥିତ ହେରିଟେଜ୍‌ କ୍ଷୀର ଡିଲର ଲମ୍ବୋଦର ମୁନିଙ୍କୁ ହତ୍ୟା କରି ସୁନା ଗହଣା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ।…

6 years ago

ସ୍ବାମୀଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ସାଏବାନିଙ୍କୁ ମିଳିନି ବିଧବା ଭତ୍ତା

ଭତ୍ତାଲାଠୋର,(ଡି.ଏନ୍‌.ଏ.):୧୯।୬: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅଧୀନ ଚାଉଲଡିଆ ଗ୍ରାମର ସାଏବାନି ରଣା (୫୫)ଙ୍କୁ ବିଧବା ଭତ୍ତା ମିଳି ନ ଥିବା ଅଭିଯୋଗ ହୋଇଛି।…

6 years ago

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି…

6 years ago

ଶ୍ରୀମନ୍ଦିର ଭିତରେ ହେବ ବିଧିରକ୍ଷା

ପୁରୀ ଅଫିସ,୧୯।୬: ରଥଯାତ୍ରା ବନ୍ଦ ପ୍ରସଙ୍ଗକୁ ନେଇ ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କମିଟି ଅଧ୍ୟକ୍ଷ ଗଜପତି ମହାରାଜ…

6 years ago

ଖ୍ରୀଷ୍ଟପୁର ଗ୍ରାମରେ ଓଲଟିଲା ବସ୍‌

ଆର୍‌ .ଉଦୟଗିରି,୧୯।୬: ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗ୍ରାମରେ ଘରୋଇ ବସ୍‌ ଗାନ୍ଧୀ (ଓଡି-୧୫-ଏଚ୍‌- ୬୬୮୮) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାୟଗଡ଼ାରୁ କଟକ…

6 years ago

ଗଞ୍ଜାମର ହିଞ୍ଜିଳି ବ୍ଲକ, ୨ ପଞ୍ଚାୟତକୁ ମିଳିଛି ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଏବଂ ଶେରଗଡ଼ ବ୍ଲକର ଅଲାରିଗଡ଼ ଓ ହିଞ୍ଜିଳିବ୍ଲକର ଶାସନଆମ୍ବଗାଁ ଗଞ୍ଚାୟତଜାତୀୟସ୍ତରରେ ପୁରସ୍କୃତ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଉକ୍ତ ବ୍ଲକ ଓ…

6 years ago

ଗଞ୍ଜାମରେ ୧୨ କରୋନା ଯୋଦ୍ଧାଙ୍କ ସମେତ ୪୨ ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି। ୪୨ ଆକ୍ରାନ୍ତଙ୍କ…

6 years ago

୧୧ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସଦର ବ୍ଲକ ଜେଇ

କେନ୍ଦୁଝର,୧୯ା୬(ସ୍ବ.ପ୍ର.): ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଭିଜିଲାନ୍ସ ୟୁନିଟ୍‌ ଶୁକ୍ରବାର ସଦର ବ୍ଲକ ଜେଇ ପ୍ରମୋଦ କୁମାର ପଣ୍ଡାଙ୍କୁ ଟଙ୍କା ସହ ଧରିଛନ୍ତି। କାଉଁରିକଳା ପଞ୍ଚାୟତ ଜଣେ…

6 years ago

ସୁପ୍ରିମକୋର୍ଟଙ୍କ ରାୟର ପୁନର୍ବିଚାର ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୯।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଜଗନ୍ନାଥପ୍ରେମୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପଇଛି। ଭକ୍ତ,…

6 years ago