ଆମ ଜିଲା ଖବର

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ୨ ମହିଳା ଗୁରୁତର

ଝାରସୁଗୁଡ଼ା ଅଫିସ୍‌,୪।୩: ସ୍ବାସ୍ଥ୍ୟ ବିଭାଗ ତରଫରୁ ଝାରସୁଗୁଡ଼ା ଜିଲା ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମହିଳାଙ୍କ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଥିଲ। ଏଥିରେ ତ୍ରୁଟି ଦେଖାଦେବାରୁ ୨ଜଣ ମହିଳାଙ୍କ…

5 years ago

ଉଚ୍ଚଶିକ୍ଷା ପାଇଁ ଖଲାସି କାମ କରୁଛନ୍ତି ମେଧାବୀ ଛାତ୍ର

ଲୋଇସିଂହା,୪।୩: ବଲାଙ୍ଗୀର ଜିଲା ଲୋଇସିଂହା ବସ୍ତି କୁମ୍ଭାରପଡ଼ାର ମେଧାବୀ ଛାତ୍ର ମୁନୁ ରଣା। ମୁମ୍ବାଇ ଦେଉନର ସ୍ଥିତ ଟାଟା ସାମାଜିକ ବିଜ୍ଞାନ ସଂସ୍ଥାନର ଶିକ୍ଷା ବିଭାଗରେ ଏମ୍‌ଏ…

5 years ago

ଦାଦର ଜଙ୍ଗଲରେ ନିଆଁ: ଲିଭାଇବାକୁ ଆସି ଫେରିଗଲେ ବନ କର୍ମଚାରୀ

ଅମରପାଲି, ୪।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ମୁର୍ଷୁଣ୍ଢୀର ଦାଦର ଜଙ୍ଗଲରେ ଲାଗିଛି ନିଆଁ। ନିଆଁ ଲାଗି ଜଙ୍ଗଲର ଗଛ ଲତା ଜଳି ଯାଉଥିବା ବେଳେ…

5 years ago

୪ ବର୍ଷ ପରେ ବଳାତ୍କାରୀ ଅଭିଯୁକ୍ତ ଗିରଫ

ଖଡିଆଳ, ୪।୩ ଦୀର୍ଘ ୪ ବର୍ଷ ପରେ ଗିରଫ ହୋଇଛନ୍ତି ବଳାତ୍କାରୀ ଅଭିଯୁକ୍ତ। ସେ ହେଲେ ନୂଆପଡା ଜିଲା ଖଡିଆଳ ବ୍ଲକ ରାନିମୁଣ୍ଡା ପଞ୍ଚାୟତ କୋଟାମାଲ ଗ୍ରାମର…

5 years ago

ଥାନାରେ ଦ୍ୱାରସ୍ଥ ହେଲେ ପ୍ରେମିକଙ୍କ ସହ ଫେରାର ଥିବା ବିବାହିତ ମହିଳା

ବିନିକା,୪।୩: ପ୍ରେମିକ କଥାରେ ପଡି ଶାଶୁଘର ଛାଡି ଫେରାର ଥିବା ବରଗଡ଼ ଅଞ୍ଚଳର ଜଣେ ବିବାହିତା ମହିଳା ପ୍ରତାରଣାର ଶିକାର ହୋଇ ଶେଷରେ ନ୍ୟାୟ ପାଇଁ ଥାନାର…

5 years ago

ଡେଥ୍‌ ସାର୍ଟିଫିକେଟ ପିଛା ୬୦୦ ଟଙ୍କା ଦାବି କରୁଥିଲେ କିରାଣି

ବରଗଡ଼ ଅଫିସ୍‌,୪।୩: ବରଗଡ଼ ବ୍ଲକ ଅଧୀନ କଟାପାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ଭି.ଏସ୍‌(ଭାଇଟାଲ ଷ୍ଟାଟିଷ୍ଟିକ୍‌) କିରାଣି ଭାବେ କାର୍ଯ୍ୟରତ ମନୋଜ କୁମାର ସ୍ବାଇଁ ଗୁରୁବାର ଲାଞ୍ଚ ନେଉଥିବା…

5 years ago

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଏକା ସାଙ୍ଗରେ ଚାଲିଗଲା ପରିବାରର ୩ ଜୀବନ

ଗୋଲାମୁଣ୍ଡା,୪।୩: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଡୁଙ୍ଗୁରିଗୁଡ଼ାଠାରେ ଗୁରୁବାର ବସ୍‌ ସହିତ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ୨ଜଣ ମୃତ୍ୟୁବରଣ କରିଥିବା ବେଳେ ଝିଅକୁ ଡାକ୍ତରଖାନା…

5 years ago

କପିଳାଶ ଜାଗର ଯାତ୍ରା ପାଇଁ କଟକଣା: ଜିଲାବାସୀଙ୍କ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଢେଙ୍କାନାଳ ଅଫିସ, ୪।୩: ଆସନ୍ତା ୧୧ ତାରିଖରେ ପଡ଼ୁଛି ମହା ଶିବରାତ୍ରୀ। ଏହି ଅବସରରେ ପ୍ରସିଦ୍ଧ ଶୈବ ପୀଠ ଢେଙ୍କାନାଳର କପିଳାଶରେ କଟକଣା ଜାରି କରାଯାଇଛି। ଜାଗର…

5 years ago

ବାର୍‌ହା ଆକ୍ରମଣରେ ୭ ଗୁରୁତର

ହିିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ତଥା ବ୍ରହ୍ମପୁର ସଦର ଥାନା ଏ ଚନ୍ଦ୍ରମଣିପୁର ଗ୍ରାମରେ ଗୁରୁବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ୭ଜଣ ଗୁରୁତର ହୋଇଛନ୍ତି। ସେମାନେ…

5 years ago

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୩ ଯବାନ ସହିଦ, ଦୁଇ ଗୁରୁତର

ରାଉରକେଲା,୪।୩(ଡି.ଏନ୍‌.ଏ.): ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ କୁମ୍ବିଂ ଅପରେଶନ ଚାଲିଥିବାବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ତିନି ଯବାନ ସହିଦ ହୋଇଛନ୍ତି। ଅନ୍ୟ ଦୁଇ…

5 years ago