ଆମ ଜିଲା ଖବର

ଅତିଥିଙ୍କୁ ୨ଘଣ୍ଟା ଅଟକ ରଖିଲା ସ୍କୁଲ କମିଟି

ପୁରୀ ଅଫିସ,୩।୩: ପୁରୀ ଜିଲାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ୫ଟି ଛାତ୍ରୀନିବାସ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଗୁଡ଼ିକୁ…

5 years ago

ଯାତ୍ରୀଙ୍କ କାମରେ ଲାଗୁନି ନୂତନ ବସ୍‌ଷ୍ଟାଣ୍ଡ

ନିମାପଡ଼ା,୩ା୩ (ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଏନ୍‌ଏସି ପକ୍ଷରୁ ୨କୋଟି ୫୦ଲକ୍ଷ ୩୨ହଜାର ଟଙ୍କା ବ୍ୟୟରେ ନିମାପଡ଼ାରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ୨୮ସେପ୍ଟେମ୍ବର ୨୦୧୮ରେ ଉଦ୍‌ଘାଟନ…

5 years ago

ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର

ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ,…

5 years ago

ଜିଲାପାଳଙ୍କ ଅଫିସ୍‌ ଆଗରେ ଧାନବସ୍ତା ରଖି ଧାରଣା

ଖୋର୍ଦ୍ଧା ଅଫିସ,୩ା୩:  ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି।…

5 years ago

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ ମହାନ୍ତି…

5 years ago

ସାର କଳାବଜାର ଅଣାୟତ୍ତ

ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା…

5 years ago

କାମରେ ଲାଗୁନି ତାପମାପକ ଯନ୍ତ୍ର

ଢେଙ୍କାନାଳ ଅଫିସ, ୩।୩ - ବଦଳୁଛି ପାଣିପାଗ। ଖରାଦିନେ କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ବର୍ଷାଦିନେ ପ୍ରବଳ ବର୍ଷାରେ ସୃଷ୍ଟି ହେଉଛି ଜଳବନ୍ଦୀ ପରିସ୍ଥିତି। ଶୀତ ଦିନ…

5 years ago

ଶିକ୍ଷାରେ ସବଳ ହେବେ ଦୁର୍ବଳ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ, ୩ା୩ - କରୋନା କାରଣରୁ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହୋଇଥିବା ସଙ୍କଟ ଦୂର ପାଇଁ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ଚେଷ୍ଟା କରାଯାଉଛି। ବିଶେଷକରି ଦଶମ…

5 years ago

କପିଳାସ ଅଭୟାରଣ୍ୟରେ ସଫାରି

ଢେଙ୍କାନାଳ ଅଫିସ, ୩।୩ - ଜୈବ ବିବିଧତା ଏବଂ ବନ୍ୟପ୍ରାଣୀ ସମ୍ଭାରରେ ଭରପୂର କପିଳାସ ଅଭୟାରଣ୍ୟରେ ଖୁବ୍‌ଶୀଘ୍ର ସଫାରିର ମଜା ନେବେ ପର୍ଯ୍ୟଟକ। ଏଥିଲାଗି ବନ ବିଭାଗ…

5 years ago

ନଷ୍ଟ ହେଉଛି ବର୍ଷକର ଅମଳ

ଖଇରା, ୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଗନଧୂଳି ସେବା ସମବାୟ ସମିତି ଅଧୀନରେ ଚାଷୀଙ୍କର ଧାନ କିଣା ନ ହେବା ଯୋଗୁ ମାସ ମାସ ଧରି…

5 years ago