ଆମ ଜିଲା ଖବର

ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ

ବରଗଡ଼ ଅଫିସ୍‌,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ…

5 years ago

ସରକାରୀ କର୍ମଚାରୀଙ୍କ ଘରୁ ମିଳିଲା ୭ କୁଇଣ୍ଟାଲ ଗଞ୍ଜେଇ

ଉମରକୋଟ,୨୮।୨: ଉମରକୋଟ ପୋଲିସ ଗଞ୍ଜେଇ ରଖିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଚାନ୍ଦିୟାବେଡା ଗ୍ରାମର ରବି ନାରାୟଣ ସମରଥ ତାଙ୍କ ଭାଇ ରମାକାନ୍ତ…

5 years ago

୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଧରାପଡ଼ିଲେ ନକଲି ମାଓବାଦୀ

ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…

5 years ago

ଗରିବ ଛାତ୍ରଙ୍କୁ ବହି ବାଣ୍ଟିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୮।୨(ଡିଏନଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜଉଗଡ଼ ମହୋତ୍ସବର ତଦାରଖ ଲାଗି ଯାଇଛନ୍ତି। ଏହି ସମୟରେ ଅଞ୍ଚଳର ଗରିବ ଶ୍ରେଣୀର ଛାତ୍ରଙ୍କୁ ବିଭିନ୍ନ ପ୍ରକାରର…

5 years ago

ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା

ଖୋର୍ଦ୍ଧା ଅଫିସ୍‌,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ…

5 years ago

ଲ୍ୟାମ୍ପ କର୍ମଚାରୀଙ୍କୁ କାର୍ଯ୍ୟଳୟରେ ତାଲା ପକାଇ ଧାରଣାରେ ବସିଲେ ଚାଷୀ

ପାଟଣା,୨୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ସମବାୟ ସମିତି କେନ୍ଦେଇ ପଶି ଶାଖା ଅଧୀନର ୨୨ ଜଣ ଚାଷୀ ଧାନ ବିକ୍ରିକରି ନ ପାରିବାରୁ ଲ୍ୟାମ୍ସ ସମ୍ମୁଖରେ…

5 years ago

କୃଷି ଆଇନକୁ ବିରୋଧ, ଉଲଗୁଲାନ୍‌ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ

ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍‌କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର ସାଏଙ୍କ…

5 years ago

ବେଆଇନ ଇଟାଭାଟି ଭାଙ୍ଗିଲେ ତହସିଲଦାର

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରାଜସ୍ବ ଫାଙ୍କି ବେଆଇନ ଭାବରେ ଇଟାଭାଟି କରି ପରିବେଶକୁ ପ୍ରଦୂଷଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ୪୦ ଜଣ…

5 years ago

ଜେଲରୁ ୨ କଏଦୀ ଫେରାର

ଆର.ଉଦୟଗିରି,୨୮।୨(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍‌ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍‌ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା ବ୍ରହ୍ମଗିରିର…

5 years ago

କେବେ ସରିବ ଏହି ରାସ୍ତା ନିର୍ମାଣ, ବଢୁଛି ଅସନ୍ତୋଷ

ଗଞ୍ଜାମ,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୯ ନଂ ଓ୍ବାର୍ଡର ବରପଲି ଗ୍ରାମର ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ…

5 years ago