ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ…
ଯୋଡା, ୧୬ା୬(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ…
ବାଙ୍ଗିରିପୋଷି,୧୬ା୬(ଡି.ଏନ୍.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ…
ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ…
ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି।…
ଖଇରା, ୧୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ରଜ କଟକଣା ମଧ୍ୟରେ ପାଳନ କରାଯାଉଛି ା ଝିଅମାନେ ସାମାଜିକ କଟକଣା ମଧ୍ୟରେ ଦୋଳି ଖେଳୁଥିବା ବେଳେ ଅଳତା…
ବାଲେଶ୍ୱର ଅଫିସ,୧୬।୬- ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା, ଭାଷା ଆନ୍ଦୋଳନର ସେନାପତି, ସଂକ୍ରାନ୍ତି ପୁରୁଷ, ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୦୨ତମ ଶ୍ରାଦ୍ଧବାର୍ଷିକୀରେ ବାଲେଶ୍ୱର ସହର ଶାନ୍ତିକାନନଠାରେ ଫକୀରମୋହନ…
ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ ରମାକାନ୍ତ…
ଭଞ୍ଜନଗର,୧୬ା୬ (ଡି.ଏନ୍.ଏ.) - ଭଞ୍ଜନଗର ଅଞ୍ଚଳରେ ସଙ୍ଗରୋଧ କେନ୍ଦ୍ର ବାହାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏଭଳି ସ୍ଥିତିରେ ଲୋକେ କାମ ପାଇଁ ହେଉ କି…
ଢେଙ୍କାନାଳ ଅଫିସ,୧୬ା୬ ଢେଙ୍କାନାଳ ସହରର ବହୁ ପୁରାତନ ଐତିହ୍ୟ ସମ୍ପନ୍ନ ରଥଯାତ୍ରା ଚଳିତବର୍ଷ ଅନୁଷ୍ଠିତ ହେବା ନେଇ କୌଣସି ସ୍ପଷ୍ଟ ନିର୍ଦ୍ଦେଶନାମା ବର୍ତ୍ତମାନ ସୁଦ୍ଧା ଜାରି ହୋଇନାହିଁ…