ଆମ ଜିଲା ଖବର

ଜଙ୍ଗଲରେ ନିଆଁ…

କେନ୍ଦୁଝର,୨୭ା୨: କେନ୍ଦୁଝର ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାରୁ ବନ ବିଭାଗ ପାଇଁ ଚିନ୍ତାର କାରଣ ହୋଇଛି। ନିଆଁ ଲାଗିଲେ ଲିଭାଇବା ପାଇଁ କାୈଣସି ବ୍ୟବସ୍ଥା ଗ୍ରହଣ…

5 years ago

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ

ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍‌ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ ନୂଆସାହିରେ…

5 years ago

ସ୍ମାର୍ଟ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଗ୍ରହଣ କଲେ ମନ୍ତ୍ରୀ

ଜୁନାଗଡ଼,୨୬।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଲା ବାଲାଜୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ କଳାହାଣ୍ଡି ଜିଲାପାଳ ଡ. ପରାଗ ହର୍ଷଦ ଗାଭାଲି ସ୍ମାର୍ଟ ହାଇସ୍କୁଲ କରିବା ପାଇଁ…

5 years ago

ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ…

5 years ago

୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ

ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା  । ଘଟଣାର ୨ଦିନ ପରେ ମୃତକଙ୍କ ସମ୍ପର୍କରେ…

5 years ago

ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଛି।…

5 years ago

କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍‌

ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ…

5 years ago

ବୁଗୁଡ଼ାରେ ବନ୍ଦ ରହିଲା ସମସ୍ତ ବାଣିଜି୍ୟକ ପ୍ରତିଷ୍ଠାନ

ବୁଗୁଡ଼ା, ୨୬।୨ (ଡି.ଏନ୍‌.ଏ.): ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି), ଜାଳେଣି ଗ୍ୟାସ ଦର ବୃଦ୍ଧି, ଇ-ଓ୍ବେ ବିଲ୍‌କୁ ବିରୋଧ କରି କନ୍‌ଫେଡେରେସନ ଅଫ ଅଲ୍‌ ଇଣ୍ଡିଆ…

5 years ago

ଗାଡ଼ି ଚଳାଇ ଧରାପଡିଲେ ନାବାଳକ: ୨୫ ହଜାର ଜରିମାନା ଗଣିଲେ ବାପା

ଛତ୍ରପୁର,୨୬।୨(ଡିଏନଏ): ଜଣେ ନାବାଳକଙ୍କୁ ଏକ ମାଲବାହୀ ଅଟୋ ଚଳାଇବାଙ୍‌ ମହଙ୍ଗା ପଡ଼ିଛି। ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ପକ୍ଷରୁ ଗାଡି ଯାଞ୍ଚ ସମୟରେ ଏହି ନାବାଳକ…

5 years ago

ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତ ବନ୍ଦ

ରାଉରକେଲା ଅଫିସ,୨୬।୨: ଜିଏସ୍‌ଟି ସରଳୀକରଣ ଇ- କମର୍ସ ବାତିଲ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତବନ୍ଦର ପ୍ରଭାବ ରାଉରକେଲାରେ ପଡ଼ିଛି। ସକାଳ ୬ଟାରୁ ସହରର…

5 years ago