ଆମ ଜିଲା ଖବର

ଏଥର ବାଣ ନୁହେଁ, ରଙ୍ଗୋଲିରେ ଦୀପାବଳି ମନାଇଲେ ବସ୍ତିବାସିନ୍ଦା

ଭଞ୍ଜନଗର,୧୪ା୧୧(ଡି.ଏନ୍‌.ଏ.): ଚଳିତବର୍ଷ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲାଗିଥିବା ବେଳେ ଶନିବାର ଦୀପାବଳି ଅବସରରେ ବସ୍ତି ଅଞ୍ଚଳରେ ରଙ୍ଗୋଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭଞ୍ଜନଗର ଏନ୍‌ଏସି ପକ୍ଷରୁ…

5 years ago

ନକଲି ମସଲା କାରଖାନା ଠାବ, ୨ ଅଟକ

କଟକ ଅଫିସ,୧୪ା୧୧: କଟକସ୍ଥିତ ଜଗତପୁର ଶିଳ୍ପାଞ୍ଚଳରେ ପୁଣି ନକଲି କାରଖାନା ଠାବ ହୋଇଛି। ଏହି କାରଖାନାରେ ନକଲି ମସଲା ହଳଦୀ ଓ ଲଙ୍କା ଅପମିଶ୍ରଣ ହେଉଥିବା ତଦନ୍ତ…

5 years ago

ସ୍ବାଭିମାନ ଅଞ୍ଚଳବାସୀଙ୍କୁ ମିଳିବ ମୋବାଇଲ

ଚିତ୍ରକୋଣ୍ଡା,୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳବାସୀଙ୍କୁ ପ୍ରଶାସନ ପକ୍ଷରୁ ମୋବାଇଲ ଯୋଗାଇ ଦିଆଯିବ। ଏ ନେଇ…

5 years ago

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ବୁଗୁଡା,୧୪ା୧୧(ଡି.ଏନ୍‌.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼ ଜଙ୍ଗଲରୁ…

5 years ago

କେଏସ୍‌ୟୁବି କଲେଜର ଭିତ୍ତିଭୂମି ସୁଦୃଢ଼ କରାଯିବ: ମନ୍ତ୍ରୀ

ଭଞ୍ଜନଗର,୨୪।୧୧(ଡି.ଏନ.ଏ.)-ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶନିବାର ପୂର୍ବାହ୍ନରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) କଲେଜ ପରିଦର୍ଶନରେ…

5 years ago

ଗଞ୍ଜେଇ ମାଫିଆ ଗିରଫ, ୩ଲକ୍ଷ ୩୦ ହଜାର ଜବତ

ଜୟପୁର, ୧୪।୧୧ (ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜେଇ ମାଫିଆ ଇମ୍ରାନ ଖାଁ ଓରଫ ରାଜା(୨୪)ଙ୍କୁ ବୋରିଗୁମ୍ମା ଥାନା…

5 years ago

ଧାନ କିଣାବିକାରେ ରହୁନି ସ୍ବଚ୍ଛତା

ନୟାଗଡ଼ ଅଫିସ,୧୪ା୧୧: ନୟାଗଡ଼ ଜିଲାରେ ଧାନ କିଣାବିକାରେ ସ୍ବଚ୍ଛତା ରହୁନାହିଁ। ୨୦୧୯-୨୦ ଆର୍ଥିକ ବର୍ଷର ସ୍ଥିତି ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ହେବ। ଚଳିତବର୍ଷ ଏହି ଅନିୟମିତତା…

5 years ago

ଅଦାଲତ ଆଦେଶ ମାନିଲାନି ବ୍ୟାଙ୍କ: ଅପିଲ ପରେ ମିଲିଲା କ୍ଷତିପୂରଣ

ନୟାଗଡ଼ ଅଫିସ,୧୪ା୧୧-ଖାଉଟି ଅଦାଲତଙ୍କ ଆଦେଶ କାର୍ଯ୍ୟକାରୀ ନ ହେବାରୁ ଆଦେନକାରୀ ଅପିଲ କରି ନ୍ୟାୟ ପାଇଛନ୍ତି। ଓଡ଼ଗାଁ ବ୍ଲକ ନନ୍ଦିଘୋର ଗ୍ରାମର ମାଗୁଣି ସେଠୀ ନାମକ ଜଣେ…

5 years ago

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରଳାଖେମୁଣ୍ଡି ରାଜନହର ମୁଖ୍ୟ ରାସ୍ତା କଡ଼ରେ ଜଣେ ଅସହାୟ ମହିଳା ପ୍ରସବ କରିଛନ୍ତି। ମହିଳା…

5 years ago

ବଡ଼ଚଣାରେ ଖୋଲିଲା ବିହନ ପରୀକ୍ଷା କେନ୍ଦ୍ର

ଚଣ୍ଡିଖୋଲ,୧୪ା୧୧(ଡି.ଏନ.ଏ.): ବଡ଼ଚଣାଠାରେ ଏକ ବିହନ ପରୀକ୍ଷାଗାର କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହାକୁ ଶୁକ୍ରବାର କୃଷିମନ୍ତ୍ରୀ ଅରୁଣ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ରାଜ୍ୟ…

5 years ago