ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲା…
ସୁନ୍ଦରଗଡ,(ଡି.ଏନ.ଏ.)/ରାଉରକେଲା ଅଫିସ,୧୬।୨:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ ଜିଲା ଗସ୍ତରେ ଆସି ରାଉରକେଲାଠାରେ ସର୍ବବୃହତ୍ ହକି ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ଏହି ଷ୍ଟାଡିୟମକୁ ମହାନ ସ୍ବାଧୀନତା ସଂଗ୍ରାମୀ…
କଣାସ,୧୬।୨ (ସ୍ବ.ପ୍ର.) କଣାସ ବ୍ଲକ କଣାସ ପଞ୍ଚାୟତରେ ଥିବା ମହନ୍ତ ବନମାଳୀ ଦାସ ବାଳିକା ଉଚ୍ଚ ବିଦ୍ୟାଳୟର ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏହି ବିଦ୍ୟାଳୟ ଫନୀ ସମୟରେ…
ଛତ୍ରପୁର,୧୬।୨(ଡି.ଏନ୍.ଏ.)- ଗଞ୍ଜାମ ଜିଲା ବଡ଼ ମାଧପୁର ଧିରେଶ୍ବର ମନ୍ଦିର ନିକଟରେ ମଙ୍ଗଳବାର ଚଷୀମାନେ ଧାନ ବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ କରିଛନ୍ତି। ଟାୟାର ଜାଳିଥିବା ମଧ୍ୟ…
ଜଟଣୀ,୧୬ ।୨(ଡି.ଏନ୍.ଏ.) ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଅନେକ ନୂତନ ଆପାର୍ଟମେଣ୍ଟ ଓ ସାହିବସ୍ତି ଗଢ଼ିଉଠିଛି। ଏଠାରେ ଗୃହ ନିର୍ମାଣ ପୂର୍ବରୁ ସରକାରୀ ନିୟମ ଉଲ୍ଲଂଘନ କରାଯାଉଛି।…
ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ ଏହି…
ପୁରୀ ଅଫିସ,୧୬।୨: ଶ୍ରୀମନ୍ଦିର ଐତିହ୍ୟ କରିଡର ସଂକ୍ରାନ୍ତ ନକ୍ସା ତଥା ଚିଠା ପ୍ରସ୍ତାବ ଚୂଡ଼ାନ୍ତ ହୋଇ ଅନୁମୋଦନ ପାଇଛି। ଆସନ୍ତା ଜୁନ୍ ୧ରୁ ଐତିହ୍ୟ କରିଡର କାର୍ଯ୍ୟ…
କଟକ ଅଫିସ,୧୬।୨: ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲକୁ ବିରୋଧ କରି ଦାୟର ହୋଇଥିବା ଦୁଇଟି ଜନସ୍ବାର୍ଥ ମାମଲା ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ମା’…
ବଇଣ୍ଡା,୧୬ା୨: ପଞ୍ଚାୟତକୁ ପାଇପ୍ ପାଣି ଯୋଗାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗାଁଗୁଡ଼ିକରେ ଜଳଯୋଗାଣ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ହେଲେ କେଉଁଠି ଏହାର ରକ୍ଷଣାବେକ୍ଷଣ କରାଯାଉ…
ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର…