ଆମ ଜିଲା ଖବର

ଉଠୁନି ଖର୍ଚ୍ଚ: କ୍ଷତି ସହୁଛନ୍ତି ବସ୍‌ ମାଲିକ

କେନ୍ଦୁଝର, ୧୨। ୬ (ସ୍ବ.ପ୍ର.)-ଯାତ୍ରୀବାହୀ ବସ୍‌ ସେବା ଆରମ୍ଭ ହୋଇଥିଲେ ମଧ୍ୟ ବସ୍‌ରେ ଯିବାକୁ ଯାତ୍ରୀ ଅମଙ୍ଗ ା କରୋନା କଟକଣା ପାଇଁ ଯାତ୍ରୀମାନେ ବସରେ ଯାତାୟାତ…

6 years ago

ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ

ରାଇରଙ୍ଗପୁର,୧୨ା୬(ଡି.ଏନ୍‌.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

6 years ago

ଏନ୍‌ଏଚ୍‌ ମରାମତି ପାଇଁ ଜିଲାପାଳଙ୍କୁ ଦାବିପତ୍ର

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଜୀବନ ରେଖା କୁହାଯାଉଥିବା ୫୨୦ନଂ ଜାତୀୟ ରାଜପଥର ମରାମତି ପାଇଁ ଯୋଡା ବ୍ଲକ ଅନ୍ତର୍ଗତ ୫ଟି ପଞ୍ଚାୟତର ସରପଞ୍ଚ କେନ୍ଦୁଝର ଜିଲାପାଳଙ୍କୁ…

6 years ago

ସୁସ୍ଥ ହୋଇ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର ,୧୧ା୬ (ଡି.ଏନ.ଏ )- ଅସୁସ୍ଥ ହୋଇ ପ୍ରଥମେ ଜୟପୁର ପରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବା ପଦ୍ମଶ୍ରୀ କମଳା ପୂଜାରୀ…

6 years ago

ବାଲେଶ୍ୱରରେ ହେବ ଦେଶର ପ୍ରଥମ ପାଇଲଟ ପ୍ରୋଜେକ୍ଟ

ଭୋଗରାଇ, ୧୧ା୬(ଡ଼ି. ଏନ. ଏ. )-ମତ୍ସ୍ୟଚାଷ ଓ ମତ୍ସ୍ୟଜୀବୀଙ୍କ ସକାଶେ ଭାରତର ପ୍ରଥମ ପାଇଲଟ ପ୍ରୋଜେକ୍ଟ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରଚେଷ୍ଟାରେ ବାଲେଶ୍ୱରରେ ଖୁବ୍‌ଶୀଘ୍ର ହେବାକୁ ଯାଉଛି…

6 years ago

ବେଡ୍‌ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍‌ ବେଡ୍‌ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ ହୋଇଛି।…

6 years ago

ସୁରକ୍ଷାକର୍ମୀ ନିୟୋଜିତ କରୁନି ଠିକାସଂସ୍ଥା  

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନିୟୋଜିତ କରିବାକୁ ଏକ ଠିକାସଂସ୍ଥା ଦୁଇବର୍ଷ ତଳୁ ଟେଣ୍ଡର ନେଇଥିଲେ ବି ଏଯାଏ ଜଣକୁ…

6 years ago

ଅନୁଗୋଳରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ମେଡିକାଲ ସେଣ୍ଟରରୁ ଗୁରୁବାର ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ…

6 years ago

ଟ୍ରକ୍‌ ଧକ୍କାରେ ସିଆର୍‌ସିସିଙ୍କ ମୃତ୍ୟୁ : ଜଗତ୍‌ସିଂହପୁର-ମାଛଗଁା ରାସ୍ତାରେ ୧ ଘଣ୍ଟା ଯାତାୟାତ ଠପ୍‌

ବାଲିକୁଦା,୧୧ା୬(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ କନ୍ଦରପୁର-ନୂଆଗଁା ରାସ୍ତାର ଗୋପାଳପୁର ଛକଠାରୁ ୧୦୦ ମିଟର ଦୂରରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ପଥର ବୋଝେଇ ଟ୍ରକ୍‌ ବାଇକ୍‌…

6 years ago

କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା ଅଳଙ୍କାର…

6 years ago